ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ

ମାଲକାନଗିରି,୧୭।୨(ଡି.ଏନ୍‌.ଏ): ମାଲକାନଗିରି ଜିଲା ଆଦର୍ଶ ଥାନା ଅନ୍ତର୍ଗତ ନୂଆଗୁଡ଼ା ଗ୍ରାମରେ ଜଣେ ବୃଦ୍ଧଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ଉକ୍ତ ଗ୍ରାମର ଗଙ୍ଗା କବାସୀ(୭୫)ଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଜିଲା ସଦର ମହକୁମା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଗଙ୍ଗାଙ୍କ ମୃତ୍ୟୁ ଲାଗି ଉକ୍ତ ଗ୍ରାମର ଉରା ପଡ଼ିଆମି ଦାୟୀ ଓ ସେ ଗୁଣିଗାରେଡି କରି ଗ୍ରାମବାସୀଙ୍କୁ ହତ୍ୟା କରୁଥିବା ସନ୍ଦେହ କରି ମୃତ ଗଙ୍ଗାଙ୍କ ପୁଅ ଦେବା ଉରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏଥିସହ ଅଭିଯୁକ୍ତଙ୍କୁ ଥାନାକୁ ନେଇ ଅଟକ ରଖି ପଚରାଉଚରା କରିବା ସହ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri