ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଆନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସଂପୃକ୍ତ ଯୁବକଙ୍କୁ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri