ଗୁରୁବାର ହେବ ଏହି ଅଭିନେତ୍ରୀଙ୍କ ଭାଗ୍ୟ ପରୀକ୍ଷା

ଲୋକସଭା ନିର୍ବାଚନର ଫଳାଫଳ ଗୁରୁବାର ଜଣାପଡ଼ିବ। ଏନେଇ ରାଜନୈତିକ ବାତାବରଣ ବେଶ୍‌ ସରଗରମ ହୋଇଉଠିଛି। ଏ କ୍ଷେତ୍ରରେ ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀଙ୍କର ମଧ୍ୟ ଭାଗ୍ୟ ପରୀକ୍ଷା ହେବ। ଏମାନଙ୍କ ମଧ୍ୟରୁ ଜଣେ ଅଭିନେତ୍ରୀ ହେଉଛନ୍ତି ନୁସ୍‌ରତ ଜହାନ। ସେ ବେଙ୍ଗଲୀ ଫିଲ୍ମ ପାଇଁ ବେଶ୍‌ ପରିଚିତ। ଯିଏ କି ଚଳିତବର୍ଷ ଲୋକସଭା ନିର୍ବାଚନ ଲଢ଼ିଛନ୍ତି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୁର୍‌ଙ୍କୁ ବସିରହାଟ ଲୋକସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ କରାଇଛନ୍ତି। ତୃଣମୂଳ କଂଗ୍ରେସରୁ ଟିକେଟ ପାଇ ନୁସ୍‌ରତ ନିର୍ବାଚନ ଲଢ଼ିଛନ୍ତି। ଟିକେଟ ମିଳିବା ପରଠାରୁ ଏହି ଅଭିନେତ୍ରୀ ଜଣକ ଟ୍ରୋଲ ହେବାରେ ଲାଗିଛନ୍ତି। ନୁସ୍‌ରତ ୨୦୧୦ରେ ଏକ ବ୍ୟୁଟି କଣ୍ଟେଷ୍ଟ ଜିତିବା ପରେ ମଡେଲିଂ କ୍ୟାରିୟର ଆରମ୍ଭ କରିଥିଲେ। ସେ ବେଙ୍ଗଲୀ ଫିଲ୍ମ ‘ଶତ୍ରୁ’ରେ କ୍ୟାରିୟର ଆରମ୍ଭ କରିଥିଲେ। ୨୯ ବର୍ଷୀୟା ନୁସରତ ଏବେ ‘ଖୋଖା ୪୨୦’, ‘ଖିଲାଡ଼ି’, ‘ସୋଧେ ନମାର ଆଗେ’ ପରି ଫିଲ୍ମରେ କାମ କରି ସାରିଛନ୍ତି। ଯାହା ବି ହେଉ ଏବେ ତାଙ୍କ ନିର୍ବାଚନ ଫଳାଫଳକୁ ନେଇ ଆଶାବାଦୀ ଅଛନ୍ତି ଦର୍ଶକ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri