ଗୁରୁବାର ରାଜ୍ୟପାଳଙ୍କ ଦିନିକିିଆ ଗଞ୍ଜାମ ଗସ୍ତ

ଛତ୍ରପୁର,୨୬।୬(ଡି.ଏନ୍‌.ଏ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଗୁରୁବାର ଦିନିକିଆ ଗଞ୍ଜାମ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ ନେଇ ବୁଧବାର ଛତ୍ରପୁରସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ସେ ଭୁବନେଶ୍ୱରସ୍ଥିତ ରାଜଭବନରୁ କାର ଯୋଗେ ବାହାରି ଗୁରୁବାର ପୂର୍ବାହ୍ନ ୧୧ଟାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଗେଷ୍ଟହାଉସ୍‌ଠାରେ ପହଞ୍ଚିବେ। ପରେ ସେଠାରେ ବିଶ୍ୱବିଦ୍ୟାଳୟର ବିଭିନ୍ନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ଉଦ୍‌ବୋଧନ ଦେଇ ରାଜ୍ୟପାଳ ଅପରାହ୍ନ ୩ଟା ୫୦ରେ ଭୁବନେଶ୍ୱରସ୍ଥିତ ରାଜଭବନ ଅଭିମୁଖେ ଫେରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri