ଗୁରୁବାର ରାଜ୍ୟପାଳଙ୍କ ଦିନିକିିଆ ଗଞ୍ଜାମ ଗସ୍ତ

ଛତ୍ରପୁର,୨୬।୬(ଡି.ଏନ୍‌.ଏ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଗୁରୁବାର ଦିନିକିଆ ଗଞ୍ଜାମ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ ନେଇ ବୁଧବାର ଛତ୍ରପୁରସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ସେ ଭୁବନେଶ୍ୱରସ୍ଥିତ ରାଜଭବନରୁ କାର ଯୋଗେ ବାହାରି ଗୁରୁବାର ପୂର୍ବାହ୍ନ ୧୧ଟାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଗେଷ୍ଟହାଉସ୍‌ଠାରେ ପହଞ୍ଚିବେ। ପରେ ସେଠାରେ ବିଶ୍ୱବିଦ୍ୟାଳୟର ବିଭିନ୍ନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ଉଦ୍‌ବୋଧନ ଦେଇ ରାଜ୍ୟପାଳ ଅପରାହ୍ନ ୩ଟା ୫୦ରେ ଭୁବନେଶ୍ୱରସ୍ଥିତ ରାଜଭବନ ଅଭିମୁଖେ ଫେରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri