Categories: ଜାତୀୟ

ଗୁରୁବାର ଲଦାଖ ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୮।୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରଥମ ଥର ପାଇଁ ନବ ଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖ ଗସ୍ତରେ ଯିବେ। ଏହି ଅବସରରେ ସେ ସାଧାରଣ ଲୋକ, ସୁରକ୍ଷାକର୍ମୀ ଓ ସେନା ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Share