ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ: ପାକିସ୍ତାନ ଜାରି କଲା କଏନ୍‌

ଇସଲାମାବାଦ୍‌,୩୦।୧୦: ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଉପଲକ୍ଷେ ପାକିସ୍ତାନ ୫୦ ଟଙ୍କିଆ କଏନ୍‌ ଜାରି କରିଛି। ଏହାର ଗୋଟିଏ ପାର୍ଶ୍ୱରେ କରତାରପୁର କରିଡୋର ଥିବାବେଳେ ଅନ୍ୟ ପାର୍ଶ୍ୱରେ ଚନ୍ଦ୍ର ଏବଂ ତାରା ସହିତ ଏହାର ମୂଲ୍ୟ ଖୋଦିତ ହୋଇଛି। ଏଥିରେ ୧୪୬୯ରୁ ୨୦୧୯ ମଧ୍ୟ ଲେଖା ଯାଇଛି।

Share