‘ଗୁଲାବୋ ସିତାବୋ’ରେ ଅମିତାଭ, ଆୟୁଷ୍ମାନ୍‌

ମୁମ୍ବାଇ: ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଓ ଅଭିନେତା ଆୟୁଷ୍ମାନ୍‌ ଖୁରାନାଙ୍କୁ ପ୍ରଥମଥର ଲାଗି ଏକାଠି ଗୋଟିଏ ଫିଲ୍ମରେ ଦେଖିବାକୁ ମିଳିବେ। ସୁଜିତ୍‌ ସିର୍‌କାର୍‌ଙ୍କ ପରବର୍ତ୍ତୀ କମେଡ଼ି ଫିଲ୍ମ ‘ଗୁଲାବୋ ସିତାବୋ’ରେ ଦୁହେଁ ଏକାଠି ଅଭିନୟର ଯାଦୁ ଦେଖାଇବେ। ସୁଜିତ୍‌ଙ୍କ ଦୀର୍ଘଦିନର ସହଯୋଗୀ ଜୁହି ଚତୁର୍ବେଦୀ ଏହି ଫିଲ୍ମଟିକୁ ଲେଖିଛନ୍ତି। ଏହାପୂର୍ବରୁ ‘ଭିକି ଡୋନର୍‌’‘ପିଙ୍କୁ’ ରେ ସେମାନେ ଏକାଠି କାମ କରିଥିଲେ। ଜୁହିଙ୍କ ଏହି ଫିଲ୍ମର କାହାଣୀ ମୋତେ ବେଶ୍‌ ଆକର୍ଷିତ କରିଥିଲା ଓ ମୋର ନିର୍ଦ୍ଦେଶକ ବନ୍ଧୁ ରୋନି ଲାହିରିଙ୍କ ସହ ଏନେଇ ମୁଁ ଆଲୋଚନା କରିବା ପରେ ମେଗାଷ୍ଟାର୍‌ ଅମିତାଭ୍‌ ଓ ଆୟୁଷ୍ମାନ ଆମ ସହ ସାମିଲ୍‌ ହୋଇଥିଲେ ବୋଲି ସୁଜିତ୍‌ କହିଛନ୍ତି। ଚଳିତବର୍ଷ ଏହି ଫିଲ୍ମ ମୁକ୍ତିଲାଭ କରିବା ଲାଗି ଯୋଜନା ରହିଥିବା ସେ ପ୍ରକାଶ କରିଛନ୍ତି। ‘ଗୁଲାବୋ ସିତାବୋ’ ଏକ ମଜାଦାର୍‌ କାହାଣୀ ଉପରେ ଆଧାରିତ। ମେଗାଷ୍ଟାର୍‌ ଅମିତାଭଙ୍କ ସହ ପ୍ରଥମଥର ଲାଗି କାମ କରୁଥିବାରୁ ମୁଁ ଗର୍ବିତ ବୋଲି ଆୟୁଷ୍ମାନ୍‌ କହିଛନ୍ତି। ସୁଜିତ୍‌ଦା ମୋତେ ଏହି ଫିଲ୍ମରେ ଅଭିନୟ କରିବାର ସୁଯୋଗ ଦେଇଥିବାରୁ ବହୁତ୍‌ ଖୁସିଥିବା ଆୟାଷ୍ମାନ୍‌ ପ୍ରକାଶ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ‘ଗୁଲାବୋ ସିତାବୋ’ ଆସନ୍ତା ନଭେମ୍ବର ମାସରେ ମୁକ୍ତିଲାଭ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ…

ଏମିତି ଲୁକ୍‌ ଦେଲେ ସୋନମ, ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଫ୍ୟାଶନ ଆଇକନ ତଥା ଷ୍ଟାଇଲ କୁଇନ ସୋନମ କପୁର ଆଜିକାଲି ଜୀବନର ଏକ ସୁନ୍ଦର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ସେ ଖୁବଶୀଘ୍ର ଦ୍ୱିତୀୟ ସନ୍ତାନ…

Grammy Awardରେ ସମ୍ମାନିତ ହେଲେ ଦଲାଇ ଲାମା, ଜାଣନ୍ତୁ କେଉଁ କାରଣ ପାଇଁ ବୌଦ୍ଧ ଧର୍ମଗୁରୁଙ୍କୁ ମିଳିଛି ପ୍ରତିଷ୍ଠିତ ସମ୍ମାନ

ନୂଆଦିଲ୍ଲୀ,୨।୨: ବୌଦ୍ଧ ଧାର୍ମ ସବୁଠାରୁ ବଡ଼ ଧର୍ମଗୁରୁ ଦଲାଇ ଲାମା ଗ୍ରାମୀ ପୁରସ୍କାର ଜିତିଛନ୍ତି। ୧୪ତମ ଦଲାଇ ଲାମା ୬୮ତମ ଗ୍ରାମୀ ପୁରସ୍କାରରେ ଏକ ପୁରସ୍କାର ଜିତିଛନ୍ତି।…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri