ଗୁଳିମାଡରେ ଆହତ ଭିକାରୀଙ୍କ ମୃତ୍ୟୁ

ଖଲ୍ଲିକୋଟ,୧୭।୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ଥାନା କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗୁରୁବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ରାମଚନ୍ଦ୍ରପୁର ଗ୍ରାମର ଭିକାରୀ ତରେଇ ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ କହିଛନ୍ତି। ଭିକାରୀ କେଶପୁର ବଜାରରୁ ଘରକୁ ଫେରୁଥିବାବେଳେ ହନୁମାନ ମନ୍ଦିର ନିକଟରେ ୨ଟି ବାଇକରେ ଦୁର୍ବୃତ୍ତମାନେ ଆସି ତାଙ୍କ ପଛପଟୁ ଗୁଳିମାଡ କରିଥିଲେ। ଗୋଟିଏ ଗୁଳି ତାଙ୍କ ପିଟିରେ ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri