ବରଗଡ଼ ଅଫିସ,୧୦।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସଷ୍ଟାଣ୍ଡ ନିକଟରେ ଗୁରୁବାର ଘଟିଥିବା ଗୁଳି ଓ ଭୁଜାଲି ମାଡ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ପ୍ରମୋଦ ମଲ୍ଲିକ ଏବଂ ବିଷ୍ଣୁ ମହାପାତ୍ର। ଅନ୍ୟ ଅଭିଯୁକ୍ତମାନେ ମଧ୍ୟ ଶୀଘ୍ର ଗିରଫ ହେବେ ବୋଲି ବରଗଡ଼ ଏସ୍ପିି ଏସ୍. ମିନା ସୂଚନା ଦେଇଛନ୍ତି।
ଫେରାର୍ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ପୋଲିସ ଟିମ ଗଠନ ହୋଇଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଗୁରୁବାର ରାତି ପ୍ରାୟ ୯ଟାରେ କିଛି ଯୁବକ ଭୁଜାଲି ଏବଂ ବନ୍ଧୁକ ସାହାଯ୍ୟରେ ସଂଘବଦ୍ଧ ଆକ୍ରମଣ କରିବାରୁ ବରଗଡ଼ ହାଟପଦାର ଜଗନ୍ନାଥ କର୍ଣ୍ଣ ଗୁରୁତର ହୋଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।
Posted inHome Left, ଆମ ଜିଲା ଖବର, ବରଗଡ଼ View All
‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ
ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…
ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ
ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…
ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା
ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…
ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ୨ ଭାଇ ଗୁରୁତର, ବସ୍କୁ ଜବତ କରି…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍…
‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…
ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…
Archives

