ଗୁହାଳରେ ଅଗ୍ନିକାଣ୍ଡ: ୨ ଗୋରୁ ଜୀବନ୍ତ ଦଗ୍ଧ, ୭ ଗୁରୁତର

ପଟ୍ଟାମୁଣ୍ଡାଇ,୬।୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ ନାହିଆଡ଼ିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୪ ଗୁହାଳ ଭସ୍ମୀଭୂତ ହୋଇଛି । ଗୁହାଳରେ ବନ୍ଧା ହୋଇଥିବା ଦୁଇଟି ଗାଈ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ୭ଟି ଗାଈ,ବାଛୁରୀ ପୋଡ଼ିହୋଇ ଗୁରୁତର ହୋଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମର ରଘୁନାଥ ବିଶ୍ୱାଳଙ୍କ ଗୁହାଳେ ପ୍ରଥମେ ନିଆଁ ଲାଗି ପାଖରେ ଥିବା ଚୈତନ୍ୟ ବିଶ୍ୱାଳ, କିଶୋର ବିଶ୍ୱାଳ, ନିରାକାର ବିଶ୍ୱାଳଙ୍କ ଗୁହାଳକୁ ବ୍ୟାପୀ ଯାଇଥିଲା। କିଶୋର ଓ ରଘୁନାଥଙ୍କର ଦୁଇଟି ଲେଖାଏ ଗାଈ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ନିରାକାର ଓ ଚୈତନ୍ୟଙ୍କର ୭ଟି ଗାଈ, ବାଛୁରୀ ଅର୍ଦ୍ଧ ଦଗ୍ଧ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ପଟ୍ଟାମୁଣ୍ଡାଇ ବିଡିଓ ପବିତ୍ର ମୋହନ କାନୁନ୍‌ଗୋଙ୍କ ସହ କନିଷ୍ଠଯନ୍ତ୍ରୀ ପ୍ରସନ୍ନ ରାଉତ ପ୍ରମୁଖ ଘଟଣାସ୍ଥଳକୁ ଯାଇଥିଲେ। କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସରପଞ୍ଚ ଅନ୍ନପୂର୍ଣ୍ଣା ସେଠୀ, ସମିତି ସଭ୍ୟା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri