Posted inଫୁରସତ

ଗୃହିଣୀଙ୍କ ପାଇଁ.

ଆଳୁକୁ ରୋଷେଇ କରିବା ପୂର୍ବରୁ ଚୋପା ଛଡାଇ ୧୫-୨୦ ମିନିଟ୍‌ ପର୍ଯ୍ୟନ୍ତ ପାଣିରେ ବୁଡାଇ ରଖିଲେ ତାହା ଜଲ୍‌ଦି ସିଝିଯାଏ।

ସିଝା ଆଳୁ ଯଦି ପୁରୁଣା ହୋଇଯାଇଛି ତେବେ ଲୁଣ ପାଣିରେ ପକାଇ ଫୁଟାଇ ଦେଲେ ବାସିପଣ ଦୂର ହୋଇଯାଇଥାଏ।
ଆଳୁ ଜଲ୍‌ଦି ସିଝିବା ପାଇଁ ଚାହୁଁଥିଲେ ଏହାକୁ ଲମ୍ବା ଆକାରରେ କାଟନ୍ତୁ।

ପୁରୁଣା ବାସି ଆଳୁ ସ୍ବାଦିଷ୍ଟ କରିବାକୁ ହେଲେ ଗରମ କରିବା ସମୟରେ ସେଥିରେ ଟିକେ ଲେମ୍ବୁ ରସ ଓ ଅଳ୍ପ ଚିନି ପକାଇ ଦିଅନ୍ତୁ। ଏହାଦ୍ୱାରା ଆଳୁ ରଙ୍ଗ ଅପରିବର୍ତ୍ତିତ ରହିବ ଏବଂ ଚଟାପଟ୍‌ ହେବ।
ଆଳୁ ପରଟା ପ୍ରସ୍ତୁତ କରିବା ସମୟରେ ଆଳୁ ମିଶ୍ରଣରେ କସ୍ତୁରୀ ମେଥି ଓ ଆମଚୁର ମିଶାଇ ଦିଅନ୍ତୁ , ଦେଖିବେ ପରଟାର ସ୍ବାଦ ବଢ଼ିଯିବ।

ଆଳୁ ସିଝାଇବା ସମୟରେ ଅଳ୍ପ ଲୁଣ ପକାଇ ଦିଅନ୍ତୁ, ଏପରି କରିବା ଦ୍ୱାରା ଆଳୁ ଫାଟିବନି ଓ ଏଥିରୁ ସହଜରେ ଚୋପା ଛାଡ଼ିଯିବ।

ଆଳୁ କଚୋଡି ପ୍ରସ୍ତୁତ କରିବା ସମୟରେ ମସଲାରେ ଅଳ୍ପ ବେସନ ଭାଜିକି ପକାଇ ଦିଅନ୍ତୁ ଏହାଦ୍ୱାରା କଚୋଡିର ସ୍ବାଦ ବଢ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri