ଗୃହ, ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚଦାବି ପାରିତ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ବିଧାନସଭାରେ ଗୃହ ବିଭାଗ ଓ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚଦାବି ପାରିତ ହୋଇଛି। ଏହି ୨ ବିଭାଗ ଖର୍ଚ୍ଚଦାବି ଉପରେ ଦିନତମାମ ଆଲୋଚନା ହେବା ପରେ ମଙ୍ଗଳବାର ଅପରାହ୍ନରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଗୃହ ବିଭାଗର ୭,୧୦୩ କୋଟି ୧୪ ଲକ୍ଷ ୪୧, ୦୦୦ ଟଙ୍କା ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୫୦ କୋଟି ୭୮ ଲକ୍ଷ ୧୧, ୪୦୦ ଟଙ୍କାର ଖର୍ଚ୍ଚଦାବି ପ୍ରସ୍ତାବ ବିଧାନସଭାର ଅନୁମୋଦନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri