ଗେଡା ଲୋକଙ୍କୁ ଡାଇବେଟିସ୍‌ ହେବା ଆଶଙ୍କା ଅଧିକ

ଡାଇବେଟିସ୍‌ ଏବେ ଚିକିତ୍ସକମାନଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟି ଯାଇଛି। କାରଣ ଭାରତରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ନିକଟରେ ରିସର୍ଚ୍ଚ ମେଡିକାଲ ଜର୍ନାଲ ଡାଏବେଟୋଲୋଜିଆରେ ପ୍ରକାଶିତ ଏକ ଖବର ଅନୁଯାୟୀ ଗେଡା ଲୋକଙ୍କଠାରେ ଟାଇପ୍‌ ୨ ଡାଇବେଟିସ୍‌ ଆଶଙ୍କା ଅଧିକ ଥାଏ। ଏହାର କାରଣ ହେଉଛି ଏମାନଙ୍କ ଲିଭରରେ ଫ୍ୟାଟ ଅଧିକ ଥାଏ। ଯାହାର ସମ୍ପର୍କ ହୃଦରୋଗ, ଷ୍ଟ୍ରୋକ୍‌ ଓ ଡାଇବେଟିସ୍‌ ସହ ରହିଥାଏ। ତେଣୁ ଏମାନେ ନିଜ ଜୀବନ ଶୈଳୀ ଉପରେ ଧ୍ୟାନ ଦେଲେ ଏହାକୁ ସହଜରେ ଦୂରେଇ ଦେଇ ହେବ। ଅନିୟମିତ ଜୀବନଶୈଳୀ ଏମାନଙ୍କୁ ବୟସ ହେବା ପୂର୍ବରୁ ଡାଇବେଟିସ୍‌ ଭଳି ନିରବଘାତି ରୋଗ ମୁଖକୁ ଠେଲି ଦେଇଥାଏ ବୋଲି କୁହାଯାଇଛି। ତେବେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ରୁଟିନ୍‌ ଚେକଅପ୍‌ କଲେ ଏହା ନିୟନ୍ତ୍ରଣରେ ରହିବ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଇବେଟିସ୍‌ କମାଇବ ଏହି ଜୁସ୍‌

ଡାଇବେଟିସ୍‌ ସମସ୍ୟା ଥରେ ଦେଖାଦେଲେ ପ୍ରତିଦିନ ମେଡିସିନ ଖାଇବାକୁ ପଡ଼ିଥାଏ। ହେଲେ କେତେଜ ଜୁସ୍‌କୁ ଖାଦ୍ୟ ତାଲିକାରେ ସାମିଲକଲେ ଡାଇବେଟିସ୍‌କୁ ନିୟନ୍ତ୍ରଣରେ ରଖାଯାଇପାରିବ… କଲରା ଜୁସ୍‌:...

ରିଲ୍ସ: କାହା ପାଇଁ କେମିତି

ବର୍ତ୍ତମାନ ସୋସିଆଲ ମିଡିଆ ଖୋଲିବା ମାତ୍ରେ ଯାହା ସବୁଠୁ ଅଧିକ ଦେଖିବାକୁ ମିଳୁଛି ତାହା ହେଲା ରିଲ୍ସ। ଯାହାର ନିଶା ଏବେ ସର୍ବାଧିକ ଘାରିଛି ମହିଳାଙ୍କୁ।...

ଖଣିଜତୈଳ

ଶକ୍ତି କହିଲେ ବସ୍ତୁର କାର୍ଯ୍ୟ କରିବାର ସାମର୍ଥ୍ୟକୁ ବୁଝାଯାଏ। ତେଣୁ ଆମ ପାଖରେ କିମ୍ବା ଯନ୍ତ୍ର ପାଖରେ ଶକ୍ତି ଥିଲେ କାମ କରିବା ସମ୍ଭବ ହେବ।...

ବାସି ରୁଟି ଓ ସ୍ବାସ୍ଥ୍ୟ

ସକାଳ ଜଳଖିଆକୁ ‘ଦିନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୋଜନ’ ବୋଲି କୁହାଯାଏ। ଏହାର କାରଣ ହେଲା ଯେ, ରାତିରେ ଦୀର୍ଘ ସମୟ ଧରି ଆମେ କିଛି ଖାଇ...

ଏସବୁ କାମ ମା’ ଲକ୍ଷ୍ମୀଙ୍କୁ ନାପସନ୍ଦ, କରିବା ପୂର୍ବରୁ…

ଭଲ ହେଉ କି ମନ୍ଦ, ପ୍ରତ୍ୟେକ କାମର କିଛି ନା କିଛି ପରିଣାମ ରହିଥାଏ। କିଛି କାମ ଘର ପାଇଁ ଉନ୍ନତିର ପଥ ଖୋଲିଥାଏ ତ...

ଅତ୍ୟଧିକ ଚା ପିଉଛନ୍ତି କି ? ହୋଇପାରେ ଏହି ସମସ୍ୟା

ପୃଥିବୀରେ ଅନେକ ଲୋକେ ଚା ପିଇବାକୁ ଭଲ ପାଆନ୍ତି। ଚା ପିଇଲେ କିଛି ସୁଫଳ ମିଳିଲେ ଅନେକ କୁଫଳ ମଧ୍ୟ ମିଳିଥାଏ। ଯାହା ଲୋକମାନଙ୍କର ସ୍ୱାସ୍ଥ୍ୟକୁ...

ଜାଣନ୍ତୁ କିପରି କରିବେ ଟେନ୍‌ସନ୍‌ ଫ୍ରି ଟ୍ରାଭେଲ୍‌

ଦିନ ଥିଲା, କୌଣସି ଅଜଣା ସ୍ଥାନକୁ ଯିବା ଲାଗି ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିଲା। କେବେ ପଚାରି ପଚାରି ଯିବାରେ ଅଯଥା ସମୟ ସାଙ୍ଗକୁ...

ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ କିଛିଟା ଟିପ୍ସ

ଖରାପ ଲାଇଫ୍‌ଷ୍ଟାଇଲ୍‌ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri