Posted inଜାତୀୟ

ଗେହଲଟ୍‌ ସରକାରରେ ମନ୍ତ୍ରୀ ସାଲେହ ମହମ୍ମଦଙ୍କ ଅଶ୍ଳିଳ ଭିଡିଓ ଭାଇରାଲ, ଇସ୍ତଫା ଦାବି କଲା ଭାଜପା

ଜୟପୁର,୭।୧୨: ରାଜସ୍ଥାନରେ ଏକ ଅଶ୍ଳିଳ ଭିଡିଓ ଭାଇରାଲ ହେବା ପରେ ରାଜନୀତି ସରଗରମ ହୋଇଛି। ରାଜ୍ୟର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ସାଲେହ ମହମ୍ମଦଙ୍କର ଏହି ଭିଡିଓ ବୋଲି ଭାଜପା ଅଭିଯୋଗ କରିବା ସହ ତାଙ୍କର ଇସ୍ତଫା ଦାବି କରିଛି।

ଭାଜପା ଟୁଇଟ୍‌ କରି ଲେଖିଛି ଯେ, ଅଶୋକ ଗେହେଲଟ୍‌ ଜୀ, ମହିଳାଙ୍କ ସହ ଆପଣଙ୍କ ମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ଭାଇରାଲ ହେଉଛି। ଆପଣ ମନ୍ତ୍ରୀ ସାଲେହ ମହମ୍ମଦଙ୍କୁ ବରଖାସ୍ତ କରିବେ ନା ତାଙ୍କୁ ଭୋଟ ବ୍ୟାଙ୍କ ଲୋଭରେ ଛାଡ଼ିଦେବେ?

ତେବେ ଏହି ମାମଲାରେ ମନ୍ତ୍ରୀଙ୍କ କୌଣସି ବିବୃତ୍ତି ସାମ୍ନାକୁ ଆସିନାହିଁ। କିନ୍ତୁ ଜେଲସମର୍‌ ପୋଲିସ ଏନେଇ କୌଣସି ସୂଚନା ଥିବା ନେଇ ମନା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଗରେ ଆଉ ଏକ ସଙ୍କଟ: ସାବୁନ ଠାରୁ ଆରମ୍ଭ କରି ଚିପ୍ସ, ବିସ୍କୁଟ ପର୍ଯ୍ୟନ୍ତ ସବୁକିଛି ହୋଇଯିବ ମହଙ୍ଗା! ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୫।୪: ଇରାନରେ ଯୁଦ୍ଧ ଆରମ୍ଭ ହେବା ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ଭାରତ ପୂର୍ବରୁ ଅଶୋଧିତ ତୈଳ ଯୋଗାଣର ଅଭାବର ସମ୍ମୁଖୀନ ହେଉଛି। ବର୍ତ୍ତମାନ, ପାମ…

ଅକ୍ଷୟ କୁମାରଙ୍କ ଝିଅକୁ ନଗ୍ନ ଫଟୋ ମାଗିବା ପଡିଲା ମହଙ୍ଗା, ଅଭିଯୁକ୍ତଙ୍କୁ ଗିରଫ କଲା ଏବେ ସାଇବର ପୋଲିସ

ମୁମ୍ବାଇ,୨୫।୪: ଅକ୍ଷୟ କୁମାର ତାଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖନ୍ତି। ସେ ଦୁଇଟି ସନ୍ତାନର ପିତା। ତାଙ୍କର ପୁଅଙ୍କ ନାଁ ଆରବ…

ଯୁଦ୍ଧ ମଧ୍ୟରେ ଚାଇନା ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଆମେରିକା, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୫।୪: ଇରାନ ସହିତ ଯୁଦ୍ଧ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଚାଇନା ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆମେରିକା ଚାଇନାର ଏକ ରିଫାଇନାରୀ ଏବଂ ଇରାନର ତୈଳ…

ନୂଆ ଓ ପୁରୁଣା

ଦିନ ପରେ ଦିନ ବିତେ, ବର୍ଷ ପରେ ବର୍ଷ ଆସେ। ସମୟ ସ୍ରୋତରେ ଆଜିର ମୁହୂର୍ତ୍ତ କାଲିର ଅତୀତ ପାଲଟେ। ନୂଆକୁ ସ୍ବାଗତ କରିବାର ପରମ୍ପରା ଆମ…

ସଂରକ୍ଷଣ ବ୍ୟବସ୍ଥାର କ୍ରମ ବିକାଶ

ସମ୍ବିଧାନରେ ସ୍ଥାନିତ ହୋଇଥିବା ସଂରକ୍ଷଣ ବ୍ୟବସ୍ଥାର ଦୀର୍ଘ ପୃଷ୍ଠଭୂମି ରହିଛି। ବ୍ରିଟିଶ ଶାସନାଧୀନ ଭାରତବର୍ଷରେ ସର୍ବପ୍ରଥମେ କୋହ୍ଲାପୁର ରାଜ୍ୟରେ ୧୯୦୨ରେ ସରକାରୀ ସିଦ୍ଧାନ୍ତ ରୂପେ ଚାକିରି କ୍ଷେତ୍ରରେ…

ନିଯୁକ୍ତିର ବାର୍ତ୍ତା

ନିକଟରେ କେନ୍ଦ୍ର ସରକାରଙ୍କ ଦ୍ୱାରା ବିଭିନ୍ନ ମନ୍ତ୍ରଣାଳୟଗୁଡ଼ିକରେ ଯୁଗ୍ମ ସଚିବ ସ୍ତରରେ ୪୮ ଜଣ ବାବୁଙ୍କ ନିଯୁକ୍ତି ଏକ ସାଧାରଣ ବିଷୟ ଜଣାପଡ଼ୁଛି। କିନ୍ତୁ ତାହା ନୁହେଁ।…

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ: ଭର୍ଚୁଆଲ ମାଧ୍ୟମରେ ଯୋଡି ହେଲେ ମୁଖ୍ୟମନ୍ତ୍ରୀ

ତୁମୁଡିବନ୍ଧ(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଭାଷୀ ମାଧ୍ୟମରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ତୁମୁଡିବନ୍ଧ…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri