ଗୋଇଠିରେ ଫୁଟ୍‌ବଲ

ନୂଆଦିଲ୍ଲୀ: ଫୁଟବଲ୍‌ ଖେଳର ବିଭିନ୍ନ କୌଶଳକୁ ଆପଣାଇ ବେଳେବେଳେ ଲୋକେ ଚର୍ଚ୍ଚିତ ହୋଇଥାନ୍ତି। ତେବେ ଫୁଟବଲକୁ ନିଜ ଗୋଇଠିରେ ଚଲାଇବାର ଏକ ସ୍ବତନ୍ତ୍ର ତଥା ଅଦ୍ଭୁତ କଳା ପ୍ରଦର୍ଶନ କରି ଇଣ୍ଟରନେଟ୍‌ରେ ଲୋକପ୍ରିୟ ହୋଇଛନ୍ତି ଜଣେ ମହିଳା ରକୁଲ୍‌ ବେନେଟି।
ରକୁଲ୍‌ ହେଉଛନ୍ତି ବ୍ରାଜିଲର ମୂଳ ବାସିନ୍ଦା, କିନ୍ତୁ ଏବେ ସେ ଇଣ୍ଟରନେଟ୍‌ରେ ଢେର୍‌ ଲୋକପ୍ରିୟତା ହାସଲ କରିଛନ୍ତି। ରକୁଲଙ୍କୁ ଫୁଟବଲ୍‌ ଖେଳ ପ୍ରତିଭା କ୍ଷେତ୍ରରେ ରାଣୀ ବୋଲି କୁହାଯାଉଛି। ତେବେ ତାଙ୍କର ଏହି ପ୍ରକାର ଗୋଇଠିରେ ଫୁଟବଲ ଚଲାଇବାର ଦକ୍ଷତା ପାଇଁ ସେ ଏତେ ଲୋକପ୍ରିୟ ହୋଇଛନ୍ତି ଯେ, ଇଣ୍ଟରନେଟ୍‌ରେ ସେ ନିଜର ଏକ ଆକାଉଣ୍ଟ ଖୋଲି କେବଳ ଫୁଟବଲ୍‌ର କୌଶଳ ସମ୍ପର୍କରେ ଶିକ୍ଷା ଦେଉଛନ୍ତି। ରକୁଲଙ୍କ ଫୁଟବଲ୍‌ ନେଇ ଏଭଳି ଦକ୍ଷତା ବହୁଦିନର ଏବଂ ସେ ଇଣ୍ଟରେ୍‌ନଟରେ ସେ ବହୁଦିନରୁ ସ୍ବତନ୍ତ୍ରତା ସୃଷ୍ଟି କରିଛନ୍ତି। କିନ୍ତୁ ଏବେ ହଠାତ୍‌ ତାଙ୍କର ଏ ସମ୍ପର୍କିତ ଏକ ଭିଜୁଆଲ ଭାଇରାଲ୍‌ ହୋଇଛି। ମାତ୍ର ଦୁଇଘଣ୍ଟା ଭିତରେ ତାଙ୍କ ଭିଡିଓକୁ ବହୁସଂଖ୍ୟାରେ ଲୋକେ ଲାଇକ୍‌ କରିବା ସହ କମେଣ୍ଟ ବି ଦେଇଛନ୍ତି। ଏମିତିକି କ୍ରୀଷ୍ଟିନା ରୋନାଣ୍ଡୋ ଏବଂ ଲିଓନେଲ୍‌ ମେସିଙ୍କ ଭଳି ଫୁଟବଲ୍‌ ଖେଳାଳି ମଧ୍ୟ ତାଙ୍କୁ ପ୍ରଶଂସା କରି ତାଙ୍କ ଭିଡିଓକୁ ନିଜ ଆକାଉଣ୍ଟରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri