Categories: ଜାତୀୟ

ଗୋଗୋଇଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୧୫।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କର ଶୁକ୍ରବାର ଥିଲା ଶେଷ କାର୍ଯ୍ୟଦିବସ। ଏହି ଅବସରରେ ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ନଭେମ୍ବର ୧୭ରେ ସେ ଅବସର ଗ୍ରହଣ କରିବେ। ସେଦିନ ରବିବାର ଥିବାରୁ ନଭେମ୍ବର ୧୮ରେ ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ଶବଥ ଗ୍ରହଣ କରିବେ।

Share