ଗୋଛା ପଞ୍ଚାୟତକୁ ମିଳିଲା ଜାତୀୟ ପଞ୍ଚାୟତ ପୁରସ୍କାର

ସୋରଡା,୨୩।୪ : ଗୋଛା ଗ୍ରାମପଞ୍ଚାୟତକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ। ସରପଞ୍ଚ ତ୍ରିଲୋଚନ ସାହୁ ସେଠାରେ ପୁରସ୍କାର ଗ୍ରହଣ କରିଥିଲେ । ସରପଞ୍ଚ ଶ୍ରୀ ସାହୁ ସେଠାରୁ ଫେରିବା ପରେ ରବିବାର ଗୋଛାଠାରେ ତହସିଲଦାର ପ୍ରଫୁଲ୍ଲ ଚଦ୍ର ଡାକୁଆ ତାଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରିଥିଲେ । ଆୟୋଜିତ ସଭାରେ ଜିଲ୍ଲା ପରିଷଦ ପ୍ରଫୁଲ୍ଲ କୁମାର ମହାଙ୍କୁଡ , କୃଷି ଅଧିକାରୀ ରାଜକିଶୋର ସାଇଁ , ସବିତା ସୋରେନ ସମେତ ପଞ୍ଚାୟତର ବହୁ ଜନସାଧାରଣ ଉପସ୍ଥିତ ଥିଲେ । ପଞ୍ଚାୟତର ସାମଗ୍ରିକ ବିକାଶ ତଥା ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ସଦା ସର୍ବଦା ଅଗ୍ରସର ରହିବି ଏବଂ ସବୁ ବର୍ଗର ସମସ୍ୟା ସମାଧାନ ପାଇଁ ଚେଷ୍ଟିତ ରହିବା ମୋର କର୍ତ୍ତବ୍ୟ ବୋଲି ଶ୍ରୀ ସରପଞ୍ଚ କହିଥିଲେ। ସଭାକୁ କୁନା ପଟ୍ଟନାୟକ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri