ଗୋଟିଏ ଦିନରେ ୧୧୯୭ କରୋନା ଟେଷ୍ଟ: ସବୁ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସାରା ଦେଶରେ କରୋନା ଭାଇରସ୍‌ କାୟା ମେଲାଇ ଚାଲିଛି। ରାଜ୍ୟରେ ମଧ୍ୟ ଏହାର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବୁଧବାର ଏକ ଖୁସି ଖବର ସାମ୍ନାକୁ ଆସିଛି। ଯାହା ରାଜ୍ୟବାସୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଦେଇଛି। ସୂଚନା ମୁତାବକ ବୁଧବାର ସାରା ରାଜ୍ୟରେ ୧୧୯୭ଟି ନମୁନା ଯାଞ୍ଚ କରାଯାଇଥିଲା। ଆଉ ଏହି ସବୁ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି। ତେବେ ପ୍ରଥମ ଥର ରାଜ୍ୟରେ ଗୋଟିଏ ଦିନରେ ଏତେ ସଂଖ୍ୟାରେ ନମୁନା ଯାଞ୍ଚ କରାଯାଇଥିବା ବେଳେ ଏହା ଏକ ରେକର୍ଡ ସୃଷ୍ଟି କରିଛି। ଏଥିସହ ବୁଧବାର ଗୋଟିଏ ବି ନୂଆ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନାହାନ୍ତି। ଅପରପକ୍ଷେ ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ରୋଗୀ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ବିଶ୍ରା ଅଞ୍ଚଳର ଜଣେ ସଂକ୍ରମିତ ରୋଗୀ ସୁସ୍ଥ ହୋଇଥିବା ବେଳେ ଖୁବଶୀଘ୍ର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଅନ୍ୟ ଜଣଙ୍କ ବର୍ତ୍ତମାନ ଚିକିତ୍ସିତ ହେଉଥିବା ନେଇ ସ୍ବାସ୍ଥ୍ୟ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ୧୯ଜଣ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଥିବା ବେଳେ ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri