Posted inଜାତୀୟ

ଗୋଟିଏ ଦେଶ, ଏକ ନିର୍ବାଚନ ପାଇଁ ମୋଦିଙ୍କ ଆହ୍ବାନ: ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୭ା୬(ପି.ଟି./ଆଇଏଏନ୍‌ଏସ୍‌): ଦେଶରେ ଏକକାଳୀନ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସପ୍ତଦଶ ଲୋକ ସଭା ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ସମସ୍ତ ରାଜନୈତିକ ଦଳର ନେତାମାନେ ଯୋଗଦେବେ। ଏଥିରେ ଲୋକ ସଭା ନିର୍ବାଚନ ସହ ରାଜ୍ୟ ବିଧାନସଭାଗୁଡ଼ିକର ଭୋଟ କରାଇବା ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।
ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ରବିବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସାରା ଦେଶରେ ଗୋଟିଏ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ସବୁ ଦଳକୁ ଆଲୋଚନା ପାଇଁ ଡାକିଛନ୍ତି। ବୁଧବାର ଅନୁଷ୍ଠିତ ହେବାକୁ ଥିବା ଉକ୍ତ ବୈଠକରେ ୨୦୨୨ରେ ସ୍ବାଧୀନତାର ୭୫ ବର୍ଷପୂର୍ତ୍ତି ଏବଂ ମହାମତ୍ା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ସମ୍ପର୍କରେ ମଧ୍ୟ ଆଲୋଚନା ହେବ। ଏହାର ଦିନକ ପରେ ଅର୍ଥାତ୍‌ ଜୁନ୍‌ ୨୦ ତାରିଖରେ ଏକ ନୈଶଭୋଜିର ଆୟୋଜନ କରାଯିବ। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆହୁତ ଏହି ଡିନର ପାର୍ଟିରେ ଉଭୟ ରାଜ୍ୟ ସଭା ଓ ଲୋକ ସଭାର ସମସ୍ତ ଏମ୍‌ପି ଯୋଗଦେଇ ସରକାରଙ୍କ ସହ ଭାବର ଆଦାନପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri