Posted inଖେଳ

ଗୋଟିଏ ଫଟୋରେ ୧୭୧ ଅନ୍ତର୍ଜାତୀୟ ଶତକ

ନୂଆଦିଲ୍ଲୀ,୯।୨- ବୁଶଫାୟାର ଚ୍ୟାରିଟି ମ୍ୟାଚ୍‌ ପୂର୍ବରୁ କ୍ରିକେଟର ଦୁଇ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ରିକି ପଣ୍ଟିଂ ନେଟ୍ସ ସେସନରେ ବ୍ୟାଟିଂ ଅଭ୍ୟାସ କରୁଥିଲେ। ଦୁହିଁଙ୍କ ନାମରେ ଅନ୍ତର୍ଜାତୀୟ ସ୍ତରରେ ୧୭୧ ଶତକ ରହିଛି। ଉଭୟଙ୍କୁ ଗୋଟିଏ ସ୍ଥାନରେ ଦେଖିବା ପ୍ରଶଂସକଙ୍କ ଭିନ୍ନ ଅଭିଜ୍ଞତା ଥିଲା। ଅନ୍ତର୍ଜାତୀୟ କ୍ରିକେଟ ପାଉନ୍ସିଲ (ଆଇସିସି) ପକ୍ଷରୁ ସଚିନ ଓ ପଣ୍ଟିଂଙ୍କ ଏକ ଭିଡିଓ ଶେୟାର କରାଯାଇଛି। ଏହାର କ୍ୟାପଶନରେ ଲେଖାଯାଇଛି, ଗୋଟିଏ ଫ୍ରେମରେ ୬୧,୮୪୦ ରନ୍‌, ୧୭୧ ଶତକ ଓ ୪ ବିଶ୍ୱକପ୍‌। ଉଲ୍ଲେଖଯୋଗ୍ୟ, ତେନ୍ଦୁଲକରଙ୍କ ନାମରେ ୧୦୦ ଓ ପଣ୍ଟିଂ ନାମରେ ୭୧ ଅନ୍ତର୍ଜାତୀୟ ଶତକ ରହିଛି। ବୁଶଫାୟାର ମ୍ୟାଚ୍‌ରେ ତେନ୍ଦୁଲକର ପଣ୍ଟି ଏକାଦଶର କୋଚ୍‌ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri