Posted inଜାତୀୟ

ଗୋଟିଏ ବର୍ଷରେ ୨୫ ରାଜନୈତିକ ଦଳଙ୍କ ପାଣ୍ଠି ସଂଗ୍ରହ ୧୧୫୫ କୋଟିରୁ ଅଧିକ: ଏଡିଆର୍‌ ରିପୋର୍ଟ

ନୂଆଦିଲ୍ଲୀ,୮।୧୨: ଦେଶର ୨୫ଟି ରାଜନୈତିକ ଦଳର ମୋଟ ପାଣ୍ଠି ସଂଗ୍ରହ ଗୋଟିଏ ବର୍ଷ ମଧ୍ୟରେ ୩୨୯ କୋଟିରୁ ବୃଦ୍ଧି ପାଇ ୧୧୫୫ କୋଟି ଟଙ୍କା ହୋଇଛି। ଏନେଇ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୧୮-୧୯ଆର୍ଥିକ ବର୍ଷରେ ଏଭଳି ହୋଇଥିବା କୁହାଯାଉଛି। ଏସବୁ ରାଜନୈତିକ ଦଳର ପାଣ୍ଠି ସଂଗ୍ରହରେ ୨୫୧ ପ୍ରତିଶତ ବୃଦ୍ଧି ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ତେବେ ଭାଜପା, କଂଗ୍ରେସ, ଏମ୍‌ସିପି, ଆର୍‌ଜେଡି, ଶିବସେନା ଆଦି ୫ ରାଷ୍ଟ୍ରୀୟ ଦଳ ଏବଂ ୩୦ଟି ଆଞ୍ଚଳିକ ଦଳଙ୍କ ଅଡିଟ୍‌ ରିପୋର୍ଟ ନିର୍ବାଚନ କମିଶନଙ୍କ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ନାହିଁ। ଅଡିଟ୍‌ ରିପୋର୍ଟ ଦାଖଲ କରିବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ଅନ୍ତିମ ତାରିଖ ଚଳିତ ବର୍ଷ ଅକ୍ଟୋବର ୩୧ ସୂଚିତ କରାଯାଇଥିଲା। କେବଳ ୩ ରାଷ୍ଟ୍ରୀୟ ଦଳ ଏବଂ ୨୨ଟି ଆଞ୍ଚଳିକ ଦଳ ସେମାନଙ୍କ ଅଡିଟ୍‌ ରିପୋର୍ଟ ନିଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଦାଖଲ କରିଥିବା ଏଡିଆର୍‌ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri