Posted inଜାତୀୟ

ଗୋଟିଏ ମଞ୍ଚରେ ଏକାଠି ହେବେ ମୋଦି-ମମତା

କୋଲକାତା,୧୧ା୧: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୋଟିଏ ମଞ୍ଚରେ ଏକାଠି ହେବାକୁ ଯାଉଛନ୍ତି। ରବିବାର କୋଲକାତା ପୋର୍ଟ ଟ୍ରଷ୍ଟର ଏକ କାର୍ଯ୍ୟକ୍ରମରେ ଉଭୟ ନେତା ଏକାଠି ହେବେ ବୋଲି ତୃଣମୂଳ କଂଗ୍ରେସର ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି। ଏଥିସହିତ ରାଜଭବନରେ ଉଭୟଙ୍କ ମଧ୍ୟରେ ବୈଠକ ହୋଇପାରେ ବୋଲି ଉକ୍ତ ସୂତ୍ରରୁ ଜଣାପଡିଛି। ୧୨ ତାରିଖ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମମତାଙ୍କୁ ଆମନ୍ତ୍ରଣ କରିବାକୁ କେନ୍ଦ୍ର ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭୀୟ ବ୍ୟକ୍ତିଗତ ଭାବେ ରାଜ୍ୟ ସଚିବାଳୟକୁ ଯାଇଥିଲେ। ଶନିବାରଠାରୁ ମୋଦି କୋଲକାତାକୁ ଦୁଇଦିନିଆ ଗସ୍ତରେ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତଙ୍କ ନାଁରେ ସାଂଘାତିକ ଅଭିଯୋଗ: ତୁରନ୍ତ ଗିରଫ କରିବାକୁ ତେଜିଲା ଦାବି

ନୂଆଦିଲ୍ଲୀ,୪।୮: ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଫୈଜାନ ଅନସାରୀ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଡିପକେଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଏକ ଲିଖିତ ଅଭିଯୋଗ ଦାଖଲ…

ନିଜ ଗଡ଼ରେ ହାରିବା ପରେ ଚିନ୍ତାରେ ଭାଜପା: ରଣନୀତିରେ ହେବ ବଡ଼ ପରବର୍ତ୍ତନ

ପାଟନା,୪।୮: ବାଙ୍କିପୁର ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ବିହାରରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ବିକଳ୍ପ ଭାବରେ…

ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ

ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫…

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri