ଗୋଟିଏ ରାତିରେ ୩ଟି ଘରୁ ଲୁଟ୍‌

ପାଲଲହଡା,୩।୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ସଦର ମହାକୁମାସ୍ଥିତ ଉଦୟପୁର ଗ୍ରାମର ଦୁର୍ଯ୍ୟୋଧନ ଗଡନାୟକ, ଚିନ୍ମୟ କୁମାର ସାହୁ ଏବଂ ଗୁରୁଚରଣ ବେହେରାଙ୍କ ଘରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଗ୍ରୀଲ ତାଡି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି।

ଦୁର୍ଯ୍ୟୋଧନ, ଚିନ୍ମୟ, ଏବଂ ଗୁରୁଚରଣଙ୍କ ଘରେ ଦୁର୍ବୃତ୍ତମାନେ ପଶି ଝରକା ଗ୍ରୀଲ ତାଡି ଲକ୍ଷାଧିକ ଟଙ୍କାର ସୁନା ଗହଣା, ରୂପା କଏନ ଏବଂ ନଗଦ ଟଙ୍କା ଲୁଟି ନେଇଥିଲେ। ସକାଳୁ ଉଭୟ ପରିବାର ଚୋରି ହୋଇଥିବା ନେଇ ଜାଣିବାକୁ ପାଇଥିଲେ। ତେବେ ଗୁରୁଚରଣଙ୍କ ଘରୁ କିଛି ନ ପାଇ ଦୁର୍ବୃତ୍ତମାନେ ଫେରିଯାଇଥିବା ଗୁରୁଚରଣ ଜାଣିବାକୁ ପାଇବା ପରେ ଘଟଣା ସମ୍ପର୍କରେ ପାଲଲହଡା ଥାନାରେ ଅଭିଯୋଗ କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି କେସ ନଂ. ୧୦୪/୧୯ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri