ହିଞ୍ଜିଳିକାଟୁରେ,୨୩।୫(ଡି.ଏନ୍.ଏ.)- ହିଞ୍ଜିଳିକାଟୁରେ ବିଜେଡି ବିଧାୟକ ପ୍ରାର୍ଥୀ ନୀବନ ପଟ୍ଟନାୟକ ୫୧୯୭ ଭୋଟ ପାଇଥିବାବେଳେ ଭାଜପା ବିଧାୟକ ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟ ୧୫୬୧ ଓ ଶମ୍ଭୁ ପାଣିଗ୍ରାହୀ କଂଗ୍ରେସ ୫୧୭ ଭୋଟ ପାଇଥିବା ଜଣାପଡିଛି।
ହିଞ୍ଜିଳିକାଟୁରେ,୨୩।୫(ଡି.ଏନ୍.ଏ.)- ହିଞ୍ଜିଳିକାଟୁରେ ବିଜେଡି ବିଧାୟକ ପ୍ରାର୍ଥୀ ନୀବନ ପଟ୍ଟନାୟକ ୫୧୯୭ ଭୋଟ ପାଇଥିବାବେଳେ ଭାଜପା ବିଧାୟକ ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟ ୧୫୬୧ ଓ ଶମ୍ଭୁ ପାଣିଗ୍ରାହୀ କଂଗ୍ରେସ ୫୧୭ ଭୋଟ ପାଇଥିବା ଜଣାପଡିଛି।
ରିଆମାଳ,୨୦ା୧୧(ବଦ୍ରି ନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଗଦଗଦା ଗ୍ରାମ ନିକଟସ୍ଥ ରମ୍ଭା ଦେବୀ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଏକ…
ପଟ୍ଟାମୁଣ୍ଡାଇ,୨୦ା୧୧(କଳ୍ପତରୁ ନାୟକ): ସାମୁଦ୍ରିକ ଝଡ଼ ଅକ୍ୱାନ ପ୍ରଭାବରେ କେନ୍ଦ୍ରାପଡ଼ା ଜିଲାରେ ଗୁରୁବାର ବର୍ଷା ଓ ପବନ ଆରମ୍ଭ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ…
ଦିଗପହଣ୍ଡି,୨୦।୧୧(ଅଶେଷ ନାଥ ମିଶ୍ର): ଅକ୍ୱାନ ପ୍ରଭାବରେ ଦିଗପହଣ୍ଡିରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଲଗାଣ ବର୍ଷା ଯୋଗୁଁ ଶୁକ୍ରବାର ଦିଗପହଣ୍ଡି ସହର ଉବୁ ଟୁବୁ…
ସମ୍ବଲପୁର,୨୦।୧୧(ପ୍ରମୋଦ ବହିଦାର): ଶୁକ୍ରବାର ସକାଳୁ ସକାଳୁ ଜାତୀୟ ରାଜପଥ(୫୩)ର ବାବୁବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜେଜେ ଏବଂ ତାଙ୍କର…
ପରିବେଶ ସୁରକ୍ଷା ବର୍ତ୍ତମାନ ସମୟରେ ବହୁ ଜରୁରୀ। ପରିବେଶ ପରିବର୍ତ୍ତନ ପାଇଁ ବରଫ ତରଳିବାଠାରୁ ଆରମ୍ଭ କରି ବହୁ ପ୍ରାକୃତିକ ବିପର୍ଯ୍ୟୟ ସୃଷ୍ଟି ହେଉଛି। ଏଭଳି ବିପର୍ଯ୍ୟୟ…
ଭୁବନେଶ୍ୱର,୨୦।୧୧ (ରବିନାରାୟଣ ଜେନା):ରାଜ୍ୟର ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଅଙ୍ଗୀକାରବଦ୍ଧ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି (ଏମ୍ଏଲ୍ଏ-ଲାଡ୍)ର…
ଭୁବନେଶ୍ୱର,୨୦।୧୧: ବାତ୍ୟା ଅକ୍ବାନର ଲ୍ୟାଣ୍ଡଫଲ ଆରମ୍ଭ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି । ତେବେ ଆସନ୍ତା ୨ ଦିନ…
ଭୁବନେଶ୍ବର,୨୦୧୧: ଗୋପାଳପୁର ନିକଟବର୍ତ୍ତୀ ଅଞ୍ଚଳରେ ବାତ୍ୟା ଅକ୍ବାନର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।…