ବାହାନଗା, ୨୩ା୪(ଡି.ଏନ.ଏ.)-କରୋନା ମୁକାବିଲା ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅନୁକୂଳଚନ୍ଦ୍ର ସତ୍ସଙ୍ଗ କେନ୍ଦ୍ର ତରଫରୁ ରାଜ୍ୟ ସରକାରଙ୍କ ରିଲିଫ୍ ଫଣ୍ଡକୁ ୨୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବାହାନଗା ତହସିଲଦାର ରାଜେନ୍ଦ୍ର କୁମାର କରଙ୍କ ମାଧ୍ୟମରେ କେନ୍ଦ୍ରର ରିତିକ୍ ଗୋପବନ୍ଧୁ ନାୟକ, ରବୀନ୍ଦ୍ର କୁମାର ସାହୁ, ନିଳାମ୍ବର ମହାଳିକ ପ୍ରମୁଖ ଚେକ୍ ପ୍ରଦାନ କରିଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…
ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…
ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…
ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା…
ଘର ଉପରେ ଝୁଲୁଛି ବିପଦ:ଭୟରେ ଦିନକାଟୁଛନ୍ତି ୨ ପରିବାର
ଲୋଇସିଂହା,୧୯।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅନ୍ତର୍ଗତ ପନେସରା ଗାଁରେ ଦୀର୍ଘଦିନଧରି ଭୟରେ ଦିନ କାଟୁଛନ୍ତି ୨ଟି ପରିବାର। ଗ୍ରାମର ଗ୍ରାମପତି ଗୁଡି ନିକଟରେ ଥିବା…
ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ
ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…
ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକାଧିକ ସ୍ଥାନରେ ଚାଲିଛି ରେଡ୍
ଭବାନୀପାଟଣା,୧୯।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ଆଉ ଜଣେ ସରକାରୀ ବାବୁ। ମଙ୍ଗଳବାର ସକାଳୁ ସକାଳୁ କଳାହାଣ୍ଡି ଜିଲା ଧର୍ମଗଡ଼ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…
ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…
ପଥଚାରୀଙ୍କୁ ପିଟିଦେଲା ବାଇକ୍: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…
ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…
ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…
ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…
Archives

