ଗୋପାଳପୁର ବେଳାଭୂମି ମହୋତ୍ସବ: ଜାଗା ଚିହ୍ନଟ, ପାର୍କିଂ ବ୍ୟବସ୍ଥା ଚୂଡ଼ାନ୍ତ

ଗୋପାଳପୁର,୧୮ା୧୧-ଡିସେମ୍ବର ୨୪ରୁ ଆରମ୍ଭ ହେଉଥିବା ଗୋପାଳପୁର ବେଳାଭୂମି ମହୋତ୍ସବ ନିମନ୍ତେ ଗୋପାଳପୁର ବେଳାଭୂମିରେ ଜାଗା ଚିହ୍ନଟ କରାଯିବା ସହ ସୁରକ୍ଷା ଓ ପାର୍କିଂ ବ୍ୟବସ୍ଥା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗୋପାଳପୁର ବିଧାୟକ ଡ଼. ପ୍ରଦୀପ ପାଣିଗ୍ରାହୀ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ରଙ୍ଗେଇଲୁଣ୍ଡା ବିଡିଓ କୁମାର ନାଗଭୂଷଣ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଉମା ଶଙ୍କର ସେଠୀ ରବିବାର ଗୋପାଳପୁର ବେଳାଭୂମିରେ ପହଞ୍ଚତ୍ ମତ୍ସ୍ୟ ଅବତରଣ କେନ୍ଦ୍ର ପଛପଟେ ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ନୂତନ ଜାଗା ଚିହ୍ନଟ କରାଯିବ। ଏଥିସହ ସୁରକ୍ଷା ବ୍ୟବସ୍ଥା ପାର୍କିଂ ନିମନ୍ତେ ତଦାରଖ କରି ଚୂଡ଼ାନ୍ତ ଫଇସଲା କରାଯାଇଥିଲା। ଗାଡ଼ି ପାର୍କିଂ ପାଇଁ ୫ ସ୍ଥାନ ଚିହ୍ନଟ କରାଯାଇଛି ।
ମହୋତ୍ସବରେ ଜାତୀୟ ଓ ରାଜ୍ୟସ୍ତରର କଳାକାର ଯୋଗଦେବାର କାର୍ଯ୍ୟକ୍ରମ ଥିବା ବେଳେ ପଲ୍ଲିଶ୍ରୀ ମେଳା ମଧ୍ୟ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri