ଗୋପିକା ବର୍ମା ପାଇବେ ‘ମାହାରୀ ସମ୍ମାନ’

ଭୁବନେଶ୍ୱର, ୨୪।୨ (ବ୍ୟୁରୋ):ଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ, ରାଜ୍ୟ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ମାର୍ଚ୍ଚ ୧୭ରୁ ରବୀନ୍ଦ୍ର ମଣ୍ଡପଠାରେ ‘ଗୁରୁ ପଙ୍କଜ ଉତ୍ସବ ଓ ମାହାରୀ ସମ୍ମାନ ପ୍ରଦାନ ଉତ୍ସବ’ ଆୟୋଜିତ ହେବ। ତିନିଦିନ ଧରି ଚାଲିଥିବା ଥିବା ଏହି ଉତ୍ସବରେ ଚେନ୍ନାଇର ମୋହିନୀ ଆଟମ୍‌ ନୃତ୍ୟଶିଳ୍ପୀ ଗୋପିକା ବର୍ମାଙ୍କୁ ‘ମାହାରୀ ସମ୍ମାନ’ ପ୍ରଦାନ କରାଯିବ। ସମ୍ମାନ ବାବଦକୁ ୫୦ହଜାର ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ପ୍ରଥମ ସନ୍ଧ୍ୟାରେ ୪ଜଣ ଶିଳ୍ପୀ ବେହେଲା ବାଦକ ଗୁରୁ ରମେଶ ଚନ୍ଦ୍ର ଦାସଙ୍କୁ ‘ବୀଣାକାର’, ମର୍ଦ୍ଦଳ ବାଦକ ଗୁରୁ ଶରତ ଚନ୍ଦ୍ର ରଥଙ୍କୁ ‘ମାଦେଳୀ’, ନୃତ୍ୟ ଶିଳ୍ପୀ ସିକା ଦାସଙ୍କୁ ‘ନାଚୁଣୀ ସମ୍ପ୍ରଦା’ ଓ ଗାୟକ ନିମକାନ୍ତ ରାଉତରାଏଙ୍କୁ ‘ଗାଉଣୀ ସମ୍ପ୍ରଦା’ ଉପାଧି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri