ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ବେଜିଂ,୧୮।୪: ଚାଇନାର ଜିଚ୍ନାଙ୍ଗ୍‌ ସହରଠାରୁ ୪୦ କିଲୋମିଟର ଦୂରରେ ଥିବା ଗୋବି ମରୁଭୂମିରେ ମଙ୍ଗଳ ଗ୍ରହର ଏକ ମଡେଲ ନିର୍ମାଣ କରାଯାଇଛି। ଏହାର ନାମକରଣ ମାର୍ସ ବେସ୍‌-୧ ଭାବେ କରାଯାଇଛି। ୬୭ ହଜାର ବର୍ଗ କିଲୋମିଟରରେ ପରିବ୍ୟାପ୍ତ ଏହି ମଡେଲକୁ ଦେଖିବା ପାଇଁ ବର୍ଷକୁ ୨୦ଲକ୍ଷରୁ ଅଧିକ ପର୍ଯ୍ୟଟକ ଆସିବାର ସମ୍ଭବନା ରହିଛି। ଏଠାରେ ମଙ୍ଗଳ ଗ୍ରହରେ ଜୀବନ ଶୈଳୀ କିପରି ହେବ ସେ ସମ୍ପର୍କରେ ପର୍ଯ୍ୟଟକଙ୍କୁ ଅବଗତ କରାଯିବ। ଏହା ବୁଧବାରଠାରୁ କାର୍ଯ୍ୟ ଆରମ୍ଭ କରିଥିବାବେଳେ ପ୍ରଥମ ଦିନ ଶହେ ଶିକ୍ଷାର୍ଥୀ ଏଠାରେ ପହଞ୍ଚିଥିଲେ। ଏହା ପ୍ରଥମ ଦିନ ୫ ଘଣ୍ଟା ପାଇଁ ଖୋଲାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ମୋଦିଙ୍କୁ ସୁଇଡେନ୍‌ର ସର୍ବୋଚ୍ଚ ସମ୍ମାନ

ଗୋଥେନ୍‌ବର୍ଗ,୧୮ା୫ (ପି.ଟି.):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୁଇଡେନ୍‌ ରବିବାର ଏହାର ସର୍ବୋଚ୍ଚ ସମ୍ମାନ ‘ରୟାଲ ଅର୍ଡର ଅଫ୍‌ ପୋଲାର ଷ୍ଟାର୍‌, ଡିଗ୍ରୀ କମାଣ୍ଡର ଗ୍ରାଣ୍ଡ କ୍ରସ୍‌’ରେ ସମ୍ମାନିତ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri