ଗୋରୁ ଚାଲାଣ, ୬ ଗିରଫ

ଭୁବନ, ୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ପୋଲିସ ସାମବାର ଭୋର ସମୟରେ ୫୩ ନମ୍ବର ଜାତୀୟ ରାଜପଥ ଭୂଷଳ ଛକ ନିକଟରେ ଦୁଇଟି ଗୋରୁ ବୋଝେଇ ମିନିଟ୍ରକ ଜବତ କରିଛି। ଟ୍ରକ୍‌ ଦୁଇଟି (ନଂ. ଓଡି.୦୬-ଏ-୯୭୪୯ ଓ ଓଡି ୦୫-ଇ-୩୮୬୦) ଗୋରୁ ବୋଝେଇ କରି ସୁରପ୍ରତାପପୁର ଓ ଜମୁନାକୋଟ ଅଞ୍ଚଳରୁ ବୋଝେଇ କରି ଯାଜପୁର ଜିଲା ଅଞ୍ଚଳକୁ ଯାଉଥିଲା। ଖବରପାଇ ଭୁବନ ଥାନା ଅଧିକାରୀ ନିର୍ମଳା ଗୋଛାୟତ ଚଢାଉ କରି ଗାଡି ଜବତ କରିବା ସହ ଦୁଇ ଚାଳକ ଓ ୪ ଜଣ ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?