ଗୋରୁ ବୋଝେଇ ଗାଡ଼ି ଜବତ, ୨ ଅଟକ

ରଣପୁର, ୩୦ା୯ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ରବିବାର ଏକ ଗୋରୁ ବୋଝେଇ ଗାଡି ଜବତ କରିଛି। ରାତି ପ୍ରାୟ ୧୦ଟାରେ ଓଡି୨୫ଏଫ-୩୪୯୫ ନମ୍ବର ବିଶିଷ୍ଟ ଆଇଚର କଣ୍ଟେନର ଗାଡିକୁ ପୋଲିସ ଥାନା ଆଗରେ ଅଟକାଇ ତଲାସୀ ନେଇଥିଲା। ଏହି ସମୟରେ ସେଥିରେ ୪୦ରୁ ଊର୍ଦ୍ଧ୍ୱ ଗୋରୁ ଥିବା ଦେଖି ପୋଲିସ ଗାଡ଼ିଟିକୁ ଥାନା ପରିସରକୁ ନେଇଥିଲା। ଗାଡିରେ ଥିବା ଡ୍ରାଇଭର ଓ ଅନ୍ୟ ଜଣଙ୍କୁ ପୋଲିସ ଅଟକ ରଖି ପଚାରାଉଚୁରା କରୁଛି। ଗାଡିଟି ଏହି ଥାନାର ଗଡମାଣିତିରି ଅଞ୍ଚଳରୁ ଗୋରୁ ବୋଝେଇ କରି ବାହାରକୁ ଚାଲାଣ କରିବାକୁ ଯାଉଥିବାବେଳେ ଧରାଯାଇଥିବା ପୋଲିସ କହିଛି। ଜବତ ହୋଇଥିବା ଗୋରୁଙ୍କୁ ଜଟଣୀ ନିକଟ ଗୋଶାଳାରେ ଛଡାଯାଇଥିବା ସୂଚନା ଦିଆଯାଇଛି। ବେଆଇନ ଭାବେ ଗୋରୁ ଚାଲାଣ ହେଉଥିବା ଖବର ପ୍ରଚାର ହେବା ପରେ ରଣପୁରରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଖବର ଲେଖାହେବା ବେଳକୁ ଏ ସଂକ୍ରାନ୍ତରେ ଥାନାରେ କୌଣସି ମାମଲା ରୁଜୁ ହୋଇ ନାହିଁ। ସୂଚନାଯୋଗ୍ୟ ବାହାର ରାଜ୍ୟର ଗୋରୁ ବେପାରୀମାନେ ଗଡମାଣିତିରି, ବାମ୍ବଡା, ବାଣିକିଲୋ ଆଦି ଅଞ୍ଚଳରୁ ବେଆଇନ ଭାବେ ଗୋରୁ ଚାଲାଣ କରିଥାନ୍ତି। ବିଭିନ୍ନ ସମୟରେ ଗ୍ରାମବାସୀ ଗୋରୁ ବୋଝେଇ ଗାଡି ଜବତ କରି ପୋଲିସ ଜିମା ଦେଇଥିବା ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri