ଗୋଷ୍ଠୀ ସଂଘର୍ଷ ଘଟଣା, ୪ କୋର୍ଟ ଚାଲାଣ

ଶେରଗଡ଼,୨୪ା୧୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ବି. ବ୍ରହ୍ମପୁର ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ପୂର୍ବଶତ୍ରୁତାରୁ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଏହି ଘଟଣାରେ ପୋଲିସ ଶନିବାର ସନ୍ଧ୍ୟାରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଯୋଗେନ୍ଦ୍ର ପ୍ରଧାନଙ୍କ ଅଭିଯୋଗକ୍ରମେ ନଂ.୧୧୦/୧୯ରେ ମାମଲା ରୁଜୁକରି ଉକ୍ତ ଗ୍ରାମର ଯୋଗେନ୍ଦ୍ର ଗୌଡ, ନାରୁସୁ ଗୌଡ ଓ କୁମାର ଗୌଡଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅପରପକ୍ଷର ଯୋଗେନ୍ଦ୍ର ଗୌଡଙ୍କ ଅଭିଯୋଗକ୍ରମେ ନଂ. ୧୧୧/୧୯ରେ ମାମଲା ରୁଜୁକରି ରାଜେନ୍ଦ୍ର ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ଗତ ଶୁକ୍ରବାର ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଯୋଗେନ୍ଦ୍ର ପ୍ରଧାନ ଓ ଯୋଗେନ୍ଦ୍ର ଗୌଡଙ୍କ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୬ଜଣ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri