Posted inଖେଳ

ଗ୍ରାଉଣ୍ଡରେ ବୁଲି ଅଭିବାଦନ ଗ୍ରହଣ କଲେ କିମ୍ବଦନ୍ତୀ କ୍ରିକେଟର

କୋଲକାତା,୨୩।୧୧- ଚା’ ପାନ ବିରତିରେ ଏକାଧିକ ପୂର୍ବତନ କ୍ରିକେଟର ଗାଡିରେ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଗଲ୍ଫ କାର୍ଟରେ ବୁଲିଥିଲେ ଓ ହାତ ହଲାଇ ଦର୍ଶକଙ୍କୁ ଠାରୁ ଅଭିବାଦନ ଗ୍ରହଣ କରିଥିଲେ। ପୁରୁଷ କ୍ରିକେଟରମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକର, ରାହୁଲ ଡ୍ରାଭିଡ, କପିଲ ଦେବ, ଅନିଲ କୁମ୍ବଲେ, କେ. ଶ୍ରୀକାନ୍ତ, ଦୀଲିପ ଭେଙ୍କସରକାର ଓ ମହମ୍ମଦ ଅଝାରୁଦ୍ଦିନ ଭାରତୀୟ କ୍ରିକେଟର ମକ୍କା କୁହାଯାଉଥିବା ଇଡେନ ଗାର୍ଡେନ ବୁଲିଥିଲେ। ଖଚାଖଚ୍‌ ଭରା ଷ୍ଟାଡିୟମ ମଧ୍ୟ ଏହି କ୍ରିକେଟରଙ୍କୁ ସମ୍ମାନ ପ୍ରଦର୍ଶନ କରିବାରେ ଆଦୌ ହେଳା କରି ନ ଥିଲା। ସେହିପରି ମହିଳା କ୍ରିକେଟରଙ୍କ ମଧ୍ୟରେ ମିଥାଲି ରାଜ, ଝୁଲଣ ଗୋସ୍ବାମୀ ଓ ପୂର୍ବତନ ମହିଳା ଖେଳାଳି ଶାନ୍ତା ରଙ୍ଗସ୍ବାମୀ ଏହି ଐତିହାସକ ମୁହୂର୍ତ୍ତରେ ଉପସ୍ଥିତ ରହି ଦର୍ଶକଙ୍କ ଅଭିଭାଦନ ଗ୍ରହଣ କରିଥିଲେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଜର ଅଫିସିଆଲ ଟୁଇଟର ହ୍ୟାଣ୍ଡଲ୍‌ରେ ଏ ନେଇ ଭିଡିଓ ଅପ୍‌ଲୋଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri