ଗ୍ରାମବାସୀଙ୍କ ଦ୍ବାରା ଚୋରା ଝାଉଁ କାଠ ଜବତ

ବାହାନଗା,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବରିପଦା ପଞ୍ଚାୟତର ଅଟାସପୁର ଛକରୁ ରବିବାର ବେଆଇନ ଝାଉଁ କାଠ ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ବାରା ଜବତ କରାଯାଇଛି। ଏ ନେଇ ଗ୍ରାମବାସୀ ଫରେଷ୍ଟ ଗାର୍ଡଙ୍କୁ ଖବର ଦେଇଥିଲେ ସୁଦ୍ଧା ଏଯାବତ୍‌ ଘଟଣାସ୍ଥଳରେ ସେମାନେ ନ ପହଞ୍ଚିବା ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?