ଗ୍ରାମବାସୀଙ୍କ ଦ୍ୱାରା ହରିଣ ଛୁଆ ଉଦ୍ଧାର

ଓଡ଼ଗାଁ, ୨୩।୯(ସ୍ବ.ପ୍ର.)-ଜଙ୍ଗଲ କ୍ଷୟ କାରଣରୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ସେମାନଙ୍କୁ କେତେକ ଖଳପ୍ରକୃତିର ଲୋକ ଶିକାର କରୁଥିବା ବହୁ ନଜିର ରହିଛି ା ଏପରିସ୍ଥଳେ ନୟାଗଡ ଜିଲା ଓଡ଼ଗାଁ ନିକଟସ୍ଥ ବଧୂଲୀପୁର ଗ୍ରାମବାସୀ ରବିବାର ଅପରାହ୍ନରେ ଜଙ୍ଗଲ ନିକଟରୁ ଏକ ହରିଣ ଛୁଆ ଉଦ୍ଧାର କରିବା ପରେ ବନପାଳଙ୍କୁ ହସ୍ତାନ୍ତର କରିଛନ୍ତି।
ଯେ, ବଧୂଲୀପୁର ଗ୍ରାମର ଫକୀର ବାରିକ ଜଙ୍ଗଲ ନିକଟ ନିଜ ବିଲ ହୁଡାରେ ଘାସ କାଟୁଥିବା ବେଳେ ଏକ ହରିଣ ଛୁଆ ଦେଖିବାକୁ ପାଇଥିଲେ ା ଛୁଆ ନିକଟରେ ହରିଣ ପଲ କିମ୍ବା ତାର ମା ନ ଥିବା ସେ ଜାଣିବାପରେ ତାକୁ ଧରି ନେଇ ଗ୍ରାମକୁ ଆଣିଥିଲେ ା ଗ୍ରାମବାସୀ ଏ ସମ୍ପର୍କରେ ବାହାଡ଼ାଝୋଲା ବନପାଳଙ୍କୁ ଜଣାଇଥିଲେ ା ବନପାଳ ସରିତା ବରାଳ ତୁରନ୍ତ ଗ୍ରାମବାସୀଙ୍କ ନିକଟରେ ପହଞ୍ଚତ୍ ହରିଣ ଛୁଆ ଉଦ୍ଧାର କରିଥିଲେ। ହେଲେ ଉଦ୍ଧାର ଛୁଆଟି ସୁସ୍ଥ ଥିବାବେଳେ ସେ ମାତ୍ର ୫/୬ ଦିନର ବୋଲି ବନପାଳ ବରାଳ ସୂଚନା ଦେଇଛନ୍ତି ା ସୋମବାର ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ପରୀକ୍ଷା କରାଯିବା ପରେ ହରିଣ ଛୁଆକୁ ସେହି ଜଙ୍ଗଲରେ ଛାଡି ଦିଆଯିବ ବୋଲି ବନପାଳ ସୂଚନା ଦେଇଛନ୍ତି ା ଅନ୍ୟପକ୍ଷେ ନିକଟସ୍ଥ ବାଲିସିଂସା-ବଧୂଲୀପୁର ସଂରକ୍ଷିତ ଜଙ୍ଗଲରେ କିଛି ବର୍ଷ ପୂର୍ବେ ମାତ୍ର ଦୁଇଟି ହରିଣ ଦେଖାଯାଇଥିବା ବେଳେ ସ୍ଥାନୀୟ ଗ୍ରାମବାସୀଙ୍କ ବନ୍ୟପ୍ରାଣୀଙ୍କ ସୁରକ୍ଷା ଯୋଗୁ ସେମାନଙ୍କ ସଂଖ୍ୟା ବହୁଗୁଣରେ ବୃଦ୍ଧି ପାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri