ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନାକୁ ଗୁରୁତ୍ୱ

ବରଗଡ଼ ଅଫିସ,୧୪।୮: ବରଗଡ଼ ଜିଲାପାଳ ଅଫିସ କକ୍ଷରେ ବୁଧବାର ବିପର୍ଯ୍ୟୟ ପରିଚାଳନା ଉପରେ ଏକ କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ଅଧିକାରୀମାନେ ଯୋଗ ଦେଇ ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନା ଏବଂ ଏଥିପାଇଁ ରହିଥିବା ଯୋଜନା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଜିଲାର ଅମ୍ବାଭୋନା, ଭେଡେନ୍‌ ଓ ରାଜବୋଡ଼ାସମ୍ବର ବ୍ଲକର ଦେଢଶହ ଗ୍ରାମରେ ଏହି ଯୋଜନା ଚାଲିବ ବୋଲି ସୂଚନା ଦିଆଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତଥା ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତ୍ତିବାସ ରାଉତ, ଜିଲା ଜରୁରୀକାଳୀନ ଅଧିକାରୀ ମମତା ପ୍ରଧାନ, ଜିଲା ପ୍ରକଳ୍ପ ଅଧିକାରୀ ରାକେଶ କୁମାର ନାୟକଙ୍କ ସମେତ ତହସିଲଦାର, ବିଡିଓ, ବିଭାଗୀୟ ଅଧିକାରୀ, କର୍ମଚାରୀ ଏବଂ ଏନ୍‌ଜିଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri