ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

\ଭଞ୍ଜନଗର,୧୦।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଧନଞ୍ଜୟପୁର ଓ ଜଗନ୍ନାଥ ପ୍ରସାଦ ବ୍ଲକ ପାଟରାପଲ୍ଲୀରେ ସୋମବାର ସନ୍ଧ୍ୟାରେ ୨ଟି ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ, ଲୋକଙ୍କ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦେବା ଯୋଜନା ଚାଲିଛି । ଆଗାମୀ ଦିନରେ ସମସ୍ତ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ । ଏହିଭଳି ଭଞ୍ଜନଗର ଓ ଜଗନ୍ନାଥପ୍ରସାଦ ବ୍ଲକର କିଛି ଗ୍ରାମକୁ ପ୍ରଥମ ପର୍ଯ୍ୟାୟରେ ସାମିଲ କରାଯାଇଛି ବୋଲି ଆରୁଖ କହିଥିଲେ । ଉସତ୍ବରେ ଭଞ୍ଜନଗର ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଜଗନ୍ନାଥପ୍ରସାଦ ବ୍ଲକ ବିଜେଡି ସଭାପତି ମୋହନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri