ଗ୍ରାମ ସାନିଟାଇଜ୍‌ କଲା ଏମ୍‌ସିସି

ଢେଙ୍କାନାଳ ଅଫିସ, ୧।୫ – ଢେଙ୍କାନାଳ ପୌରାଞ୍ଚଳ ମୁକ୍ତାଦେଈପୁର ଶାସନର ଯୁବଗୋଷ୍ଠୀ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋଭିଡ୍‌-୧୯କୁ ହରାଇବାକୁ ସଂକଳ୍ପ କରିଛନ୍ତି ମୁକ୍ତାଦେଈପୁର କଲଚରାଲ କ୍ଲବ (ଏମ୍‌ସିସି)ର ସଦସ୍ୟ। ଗୁରୁବାର କ୍ଲବର ସଦସ୍ୟମାନେ ସାହିରାସ୍ତା, ଘର ସହିତ ଆଖପାଖ ପରିବେଶକୁ ସାନିଟାଇଜ୍‌ କରିଛନ୍ତି। ଏଥିଲାଗି ସେମାନେ ଦୁଇଟି ମେଶିନ ଭଡାରେ ଆଣିଥିଲେ। ଏଥିସହ ରାସ୍ତା, ନର୍ଦ୍ଦମା ଆଦି ସଫେଇ କରିଥିଲେ। ସେହିପରି ସାମାଜିକ ଦୂରତା, ସାବୁନ୍‌ରେ ହାତ ଧୋଇବା, ମାସ୍କ ବ୍ୟବହାର ଲାଗି ସେମାନେ ସଚେତନ କରାଇଥିଲେ। ଢେଙ୍କାନାଳ ବିଧାୟକଙ୍କ ପ୍ରତିନିଧି ଦେବାଶିଷ ମିଶ୍ରଙ୍କ ଉପସ୍ଥିତିରେ କ୍ଲବ ସଭାପତି ତ୍ରୈଲୋକ୍ୟ ମୋହନ ମିଶ୍ର, ସମ୍ପାଦକ ବିରଞ୍ଚତ୍ ରଥ, ଉପଦେଷ୍ଟା ଶିବସାଇ ମହାପାତ୍ର, ଅଭିଜିତ୍‌ ମିଶ୍ର, ଗୌରୀଶଙ୍କର ରଥ, ମାନସ ତ୍ରିପାଠୀ ପ୍ରମୁଖ ଏଥିରେ ସହଯୋଗ କରିଥିଲେ। କ୍ଲବର ଏପରି କାର୍ଯ୍ୟକୁ ବିଧାୟକ ସୁଧୀର କୁମାର ସାମଲ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri