ଛତ୍ରପୁର,୨୮ା୯(ଡି.ଏନ.ଏ.)-ବଳାତ୍କାର ଉଦ୍ୟମ ମାମଲାରେ ଗିରଫ ହୋଇ ଛତ୍ରପୁର ସବ୍ ଜେଲରେ ଥିବା ଗଞ୍ଜାମସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍ର ପୂର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ଶୁକ୍ରବାର ଜାମିନରେ ମୁକୁଳିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଛତ୍ରପୁର ଏସ୍ଡିଜେଏମ୍ କୋର୍ଟରେ ୨୦ ହଜାର ଟଙ୍କା ଓ ୨ ଜଣ ଜାମିନଦାରଙ୍କ ଜରିଆରେ ତାଙ୍କୁ ଜାମିନ୍ ମିଳିଛି ା ପୋଲିସ ତଦନ୍ତରେ ସହଯୋଗ କରିବା, ଅଭିଯୋଗକାରୀଙ୍କୁ ଧମକ ନ ଦେବା ଏବଂ ଏପରି କାର୍ଯ୍ୟରେ ଆଉ ଲିପ୍ତ ନ ହେବାକୁ କୋର୍ଟ ତାଙ୍କ ଉପରେ ସର୍ତ୍ତ ରଖିଛନ୍ତି। ଗତ ମେ ୨୫ ତାରିଖରେ କାମ ଦେବା ନାଁରେ ଗ୍ରାସୀମ ଇଣ୍ଡଷ୍ଟ୍ରୀଜ୍ର ତତ୍କାଳନୀ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ ବଳାକତ୍ାର ଉଦ୍ୟମ କରିଥିବା ନେଇ ଜଣେ ମହିଳା ଗଞ୍ଜାମ ଥାନାରେ ଏତଲା ଦେଇଥିଲେ ା ଏହାକୁ ଭିତ୍ତିକରି ପୋଲିସ ମାମଲା (ନଂ.୪୨/୧୯) ରୁଜୁ କରିଥିଲେ ମଧ୍ୟ ସଞ୍ଜୟଙ୍କୁ ଗିରଫ କରିପାରି ନ ଥିଲା ା ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅଗଷ୍ଟ ୫ ତାରିଖରେ ଛତ୍ରପୁର ଏସଡିଜେଏମ୍ କୋର୍ଟରେ ସଞ୍ଜୟ ଆମତ୍ସମର୍ପଣ କରିଥିଲେ। ସେ ସମୟରେ ତାଙ୍କ ଜାମିନ୍ ଆବେଦନ ଛତ୍ରପୁର ଏସଡିଜେଏମ୍ ଓ ଏଡିଜେ କୋର୍ଟରେ ଖାରଜ ହୋଇଥିଲା ା
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’
ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
Archives

