ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ ଚମଡ଼ା ଜବତ କରାଯାଇଛି। ଅଧିକ ତଦନ୍ତ ପରେ ର଼୍ୟାକେଟରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କ ବିଷୟରେ ଜଣାପଡ଼ିବ ବୋଲି ଏସ୍‌ଟିଏଫ୍‌ ପକ୍ଷରୁ କୁହାଯାଇଛି।

ଭବାନୀପାଟଣାରୁ ରାଜ୍ୟ ତଥା ରାଜ୍ୟ ବାହାରକୁ ହାତୀଦାନ୍ତ ଏବଂ କଲରାପତରିଆ ବାଘ ଚମଡ଼ା ଚୋରାଚାଲାଣ ରାକେଟ କାମ କରିଆସୁଥିଲା। ଏହାର ପର୍ଦ୍ଦାଫାଶ କରିବା ଲାଗି ଟିମ୍‌ ପକ୍ଷରୁ ଗ୍ରାହକ ହୋଇ ଚମଡ଼ା କିଣିବା ଯୋଜନା ହୋଇଥିଲା। ଶେଷରେ ଗ୍ରାହକ ସାଜି ଚମଡ଼ା କିଣିବା ଲାଗି ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri