Posted inଜାତୀୟ

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଛି। ପ୍ରଥମଥର ପାଇଁ ଇସ୍ରାଏଲ ବିଦ୍ୟୁତ୍‌ ଭିତ୍ତିଭୂମି ଉପରେ ଆକ୍ରମଣ କରିଛି। ଇତିମଧ୍ୟରେ ଆମେରିକା ଗ୍ରାଉଣ୍ଡ ଅପରେଶନ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଥିବା କୁହାଯାଉଥିଲାବେଳେ ଇରାନ୍‌ ରବିବାର ଆମେରିକାକୁ ପୁଣି ଧମକ ଦେଇଛି। ଏକ ଭିଡିଓ ବାର୍ତ୍ତାରେ ଇରାନ୍‌ ସେନା ପ୍ରବକ୍ତା ଇବ୍ରାହିମ୍‌ ଜୋଲଫାଗାରି କହିଛନ୍ତି, ପାରସ୍ୟ ସାଗର ସାର୍କମାନଙ୍କ ପାଇଁ ଆମେରିକା ସୈନିକ ଭଲ ଖାଦ୍ୟ ହେବେ। ଆମେରିକା ଇରାନ୍‌କୁ ସେନା ପଠାଇ ଭୟଙ୍କର ସ୍ଥିତି ଉତ୍ପନ୍ନ କରିବାକୁ ଯାଉଛି। ଆମେ ସେମାନଙ୍କୁ ଅପେକ୍ଷା କରିଛୁ ବୋଲି ଇବ୍ରାହିମ୍‌ କହିଛନ୍ତି। ଏହା ପୂର୍ବରୁ ଆମେରିକା ସୈନିକଙ୍କୁ ସମୁଦ୍ରରେ ବୁଡ଼ାଇ ମାରିବାକୁ ଇରାନ ଧମକ ଦେଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ହୋଇଗଲା ଡିଲ? କାମ ଦେଲା କି ପାକିସ୍ତାନର ମଧ୍ୟସ୍ଥତା?

ତେହରାନ୍‌,୩୦।୩: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ଯୋଗୁ, ହର୍ମୁଜ ପ୍ରଣାଳୀ ବନ୍ଦ ରହିଛି, ଯାହା ସିଧାସଳଖ ସାମୁଦ୍ରିକ ଯାତାୟାତକୁ ପ୍ରଭାବିତ କରୁଛି। ଏହି ପରିସ୍ଥିତି ମଧ୍ୟରେ,…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ

ପାଟ୍‌ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍‌ ସରଗରମ ରହିଛି। ଦଳର ବରିଷ୍ଠ…

ଟ୍ରମ୍ପଙ୍କ ମନ୍ତବ୍ୟ ପରେ, ନୂଆ ବୟାନ ଜାରି କଲେ ମୋଜତାବା ଖାମେନେଇ; ଜାଣନ୍ତୁ ସେ କାହାକୁ ଦେଲେ ଧନ୍ୟବାଦ

ତେହରାନ୍‌,୩୦।୩: ଏକ ଲିଖିତ ବାର୍ତ୍ତାରେ, ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ, ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ ପାଇଁ ଇରାକର ଜନସାଧାରଣଙ୍କ ପ୍ରତି…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri