ଗ୍ୟାଙ୍ଗଷ୍ଟର୍‌ ହାଇଦର ସହଯୋଗୀ ୟାକୁବ ଗିରଫ: ପୋଲିସର ଗେମ୍‌ ପ୍ଲାନ୍‌ ଆରମ୍ଭ

କଟକ ଅଫିସ, ୧୩।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌ ହାଇଦର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇ ଗତ ଶନିବାରଠାରୁ ଫେରାର୍‌ ହୋଇଯାଇଥିଲେ। ତାଙ୍କୁ ଧରିବା ପାଇଁ ଓଡିଶା ପୁଲିସ ‘ଅପରେସନ ହାଇଦର’ ଜାରି କରି ବିଭିନ୍ନ ସ୍ଥାନରେ ଯାଞ୍ଚ କରୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ପତ୍ତା ମିଳିପାରିନି। ଏହାରି ଭିତରେ ତାଙ୍କର ପୁରୁଣା ସହଯୋଗୀ ୟାକୁବ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ବେଳେ ମଙ୍ଗଳବାର ତାଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୁଲିସ। ହାଇଦର ଫେରାର ପଛରେ ୟାକୁବର ଭୂମିକାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଯାଇଛି। ୟାକୁବ ସୂଚନା ଆଧାରରେ ହାଇଦର ନିକଟରେ ପହଞ୍ଚିବାକୁ ପୋଲିସ ଆରମ୍ଭ କରିଦେଇଛି ଗେମ ପ୍ଲାନ ।
ୟାକୁବ ଏସ୍‌ସିପିରେ ହାଇଦରକୁ ବହୁବାର ଭେଟିବା ସହ ବିରିୟାନୀ ଯୋଗାଇଥିବା ଅଭିଯୋଗ ହୋଇଛି। ହାଇଦର ଫେରାର ମାମଲାରେ ସେ ପୋଲିସକୁ ସହଯୋଗ କରିବେ ବୋଲି କହିଛନ୍ତି। ସ୍ବତନ୍ତ୍ର ଟିମ୍‌କରି ରାଜ୍ୟ ପୋଲିସ ଖାନତଲାସି ଚଳାଇଥିବା ବେଳେ ହାଇଦର ଫେରାର ପଛରେ ୟାକୁବର ଭୂମିକାକୁ ନେଇ ମଧ୍ୟ ଖୋଳତାଡ଼ ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri