ଗ୍ୟାସରୁ ନିଆଁ ଲାଗି ଜଳିଗଲା ଆଇରନ ବୋଝେଇ ଟ୍ରକ

ବଇଣ୍ଡା,୭।୬(ଡି.ଏନ.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ଥାନା ଶୁଶବଠାରେ ରବିବାର ସକାଳେ ଏକ ଆଇରନ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଏଥିରେ ଟ୍ରକରେ ବସିଥିବା ଚାଳକ ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ଘଟଣାରୁ ଜଣାପଡ଼ିଛି, ପାରାଦୀପରୁ ସମ୍ବଲପୁର ଅଭିମୁଖେ ଆଇରନ ଗୁଣ୍ଡ ବୋଝେଇ କରି ଏକ ଟ୍ରକ ଯାଉଥିବାବେଳେ ଶୁଶୁବଠାରେ ଚାଳକ ଟ୍ରକଟିକୁ ଗଛ ତଳେ ଅଟକାଇଥିଲେ। ପରେ ଚାଳକ ଓ ହେଲପର ଏକ ଛୋଟ ଗ୍ୟାସ ସାହାଯ୍ୟରେ ରୋଷେଇ କରୁଥିବାବେଳେ ଗଛରେ ଥିବା ମହୁମାଛିମାନେ ଉଭୟଙ୍କୁ ଆକ୍ରମଣ କରିଥିଲେ। ଉଭୟେ ଘଟଣାସ୍ଥଳରୁ ଦୌଡି ପଳାଇ ଯାଇଥିଲେ। ଫଳରେ ଟ୍ରକ ଭିତରେ ଥିବା ଗ୍ୟାସଟି ପଡି ଯାଇ ନିଆଁ ଲାଗି ଯାଇଥିଲା। ଖବରପାଇ ବାମୁର ଅଗ୍ନିଶମ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri