ଗ୍ୟାସ୍‌ ଟର୍ମିନାଲରେ ନିଆଁ: ଜଳିଗଲା ବ୍ୟାପକ ଯନ୍ତ୍ରପାତି

ଚାନ୍ଦବାଲି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର କମ୍ପାନି(ଆଦାନୀ) ପରିସରରେ ନିର୍ମାଣାଧୀନ ଏଲଏନ୍‌ଜି ଗ୍ୟାସ୍‌ ଟର୍ମିନାଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗିଛି। ନିର୍ମାଣ ସମୟରେ ଏକ ଗ୍ୟାସ୍‌ ଟାଙ୍କି ଲିକ୍‌ ହୋଇ ନିଆଁ ଲାଗିଥିବା କୁହାଯାଉଥିବା ବେଳେ ସୋମବାର ସକାଳେ ଏହାକୁ ଆୟତ୍ତ କରାଯାଇଛି। ବନ୍ଦର କମ୍ପାନି, ଧାମରା ଓ ବାସୁଦେବପୁରରୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନିଆଁକୁ ଆୟତ୍ତ କରିଛନ୍ତି।ଅଗ୍ନିକାଣ୍ଡର ସଠିକ୍‌ କାରଣ ଓ କ୍ଷୟକ୍ଷତି ସମ୍ପର୍କରେ ଅଧିକ ତଥ୍ୟ ମିଳି ପାରିନାହିଁ। ତେବେ ଏଥିରେ କାହାର ଜୀବନହାନି ହୋଇ ନ ଥିବା ବେଳେ ନିର୍ମାଣସ୍ଥଳରେ ବ୍ୟାପକ ଯନ୍ତ୍ରପାତି ପୋଡ଼ି ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri