ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ନିଆଁରେ ପୋଡ଼ି ସ୍ବାମୀସ୍ତ୍ରୀ ଗୁରୁତର

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍‌ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍‌ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରତାପ ମଣ୍ଡଳ ଏବଂ ସ୍ତ୍ରୀ ପାପିଆ।

ସୂଚନାନୁଯାୟୀ, ସକାଳେ ପାପିଆ ରୋଷେଇ କରିବା ଲାଗି ଗ୍ୟାସ ଲଗାଇବା ସମୟରେ ଗ୍ୟାସ ଲିକ୍‌ ହେବା ଯୋଗୁ ନିଆଁ ଲାଗିଯାଇଥିଲା। ନିଆଁରେ ପାପିଆ ଫସି ରହିଥିବା ଦେଖି ପ୍ରତାପ ତାଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ସେମାନଙ୍କୁ ମାଲକାନଗିରି ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଉପନିର୍ବାଚନ ପାଇଁ ୪ ସେଟ୍‌ ଫର୍ମ କିଣିଲେ ଉପାସନା: ଆରମ୍ଭ ହୋଇଗଲାଣି ଚର୍ଚ୍ଚା

ଭୁବନେଶ୍ୱର,୨।୬(ରବିନାରାୟଣ ଜେନା):ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟ ସଭାର ଆସନର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ଜାରି ହେବାର ପ୍ରଥମ ଦିନରେ ୪-ସେଟ୍‌ ଫର୍ମ ବିକ୍ରି ହୋଇଛି।…

ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ଦ୍ୱାରା ଛତ୍ରପୁର ମହୋତ୍ସବ ଉଦଘାଟିତ, ମନ ମୋହିଲା ଅନ୍ତରା-ଅନୁରାଗଙ୍କ ଗୀତ

ଛତ୍ରପୁର,୨ା୬(ଦିଲ୍ଲୀପ ସାମଲ) : ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ପାଇଁ ଉଠୁଛି ପଡୁଛି ଛତ୍ରପୁର ସହର । ଜନ ଗହଳି ସାଙ୍ଗକୁ ଆଲୋକ…

ସୌରଚାଳିତ ପ୍ରକଳ୍ପ ଅଚଳ, ଚୁଆପାଣି ଭରସାରେ ଲେଞ୍ଜିଗୁଡ଼ା ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଖରା ଦିନର ଗ୍ରୀଷ୍ମ ପ୍ରକୋପ ଚର୍ଚ୍ଚା ସବୁଆଡେ ଥିବା ବେଳେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ଚାଟୁଆ ପଞ୍ଚାୟତ ଲେଞ୍ଜିଗୁଡ଼ା ଗ୍ରାମରେ…

ପ୍ରଶଂସା ସାଉଁଟିଲେ ସୁଲୋଚନା: ଦୀର୍ଘ ୩୭ ବର୍ଷ ଶିକ୍ଷାଦାନ କରି ଶେଷରେ….

ମହାକାଳପଡ଼ା, ୨ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାୟାବାବା କଲେଜ ଅଧ୍ୟକ୍ଷା ପଦରୁ ମେ ୩୧ରେ ପ୍ରାଧ୍ୟାପିକା ସୁଲୋଚନା ଦାଶ ଅବସରଗ୍ରହଣ କରିଛନ୍ତି। ଏହା ପରେ…

ଭାଲୁଡୁଙ୍ଗୁରୀ ୟୁପି ସ୍କୁଲରୁ ବ୍ୟାପକ ଚୋରି, ରାତି ଅଧରେ କବାଟ ଭାଙ୍ଗି ନେଇଗଲେ…

ଅମରପାଲି,୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡ଼ୁଙ୍ଗୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ସୋମବାର ରାତିରେ ବ୍ୟାପକ ଜିନିଷ ଚୋରି ହୋଇଥିବା ଅଭିଯୋଗ…

ଆନ୍ଦୋଳନ ଚେତାବନୀ ଦେଲେ ଚାଷୀ: ଟୋକନ ସମସ୍ୟାର ସମାଧାନ ନ ହେଲେ…

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଅନ୍ୟବର୍ଷ ଅପେକ୍ଷା ଏଥର ଧାନବିକ୍ରି ଟୋକନରେ ହୋଇଥିବା ଅନିୟମିତତା ଚାଷୀଙ୍କୁ ଅଡୁଆରେ ପକାଇ ଦେଇଛି। ଅନେକ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri