ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ, ଜଳିଗଲା ଘର

ବାଲିପାଟଣା,୧୨ା୧୧(ଡି.ଏନ୍‌.ଏ)
ବାଲିପାଟଣା ବ୍ଲକ ଅନ୍ତର୍ଗତ ନରଦା ବସ୍ତିରେ ରବିବାର ଗ୍ୟାସ ଟାଙ୍କିରେ ନିଅଁା ଲାଗି ଫାଟିଯିବାରୁ ମିର୍‌ ତୟୋବ ଅଲ୍ଲୀଙ୍କ ଘର ଜଳିଯାଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ରବିବାର ରାତିରେ ମିର୍‌ ତୟୋବଙ୍କ ପରିବାର ଲୋକେ ଶୋଇଥିଲେ। ରାତି ପ୍ରାୟ ୧୦ଟାରେ ଗ୍ୟାସ ଟାଙ୍କିରେ ହଠାତ୍‌ ନିଅଁା ଲାଗିଯାଇଥିବା ଦେଖି ପରିବାର ଲୋକ ବାହାରକୁ ପଳାଇ ଆସିଥିଲେ। ଖବରପାଇ ପାଟ୍ରୋଲିଂ ପିସିଆର ଭ୍ୟାନ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗକୁ ଫୋନ କରିଥିଲେ। ବାଲିପାଟଣା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ପ୍ରାୟ ୩୦ହଜାର ଟଙ୍କାର ଆସବାବପତ୍ର ପୋଡିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Test news 2

Test news 2

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri