Posted inବରଗଡ଼

ଗ୍ୟାସ ସିଲିଣ୍ଡର ବୋଝେଇ ଗାଡ଼ି ଓଲଟିଲା: ଯାତାୟତ ଠପ

ଅତାବିରା,୫।୫(ଡି.ଏନ.ଏ)-ବରଗଡ଼ ଜିଲା ଗୋଡ଼ଭଗା-ତୁରୁମ ରାସ୍ତାର ରୁଷୁଡ଼ା ମାର୍କେଟ୍‌ ୟାର୍ଡ଼ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ଓଲଟି ପଡ଼ିଛି। ଗୋଡ଼ଭଗାରୁ ତୁରୁମ ଅଭିମୁଖେ ଉକ୍ତ ଟ୍ରକଟି ଯାଉଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାତାୟତ ଠପ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri