ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ

କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିଙ୍ଗରାଇ ମୁଣ୍ଡା ଓ ଶୈଳେନ୍ଦ୍ର ମୁଣ୍ଡା।

ପଚରାଯିବାରେ ଏସ୍‌ଡିପିଓ ରବିନ୍ଦ୍ର ମଲ୍ଲିକ କହିଛନ୍ତି, ଗତ ୧୧ ତାରିଖରେ ଏହି ଘଟଣା ଘଟିଛି। ମହିଳାଜଣଙ୍କ ଶୁଦ୍ଧି କାମରୁ ଫେରୁଥିବା ବେଳେ ଦୁଇ ଅଭିଯୁକ୍ତ ପାଖ ଜଙ୍ଗଲକୁ ଟେକି ନେଇ ବଳାତ୍କାର କରି ଫେରାର ହୋଇଯାଇଥିଲେ। ଥାନାରେ ଅଭିଯୋଗ ହେବା ପରେ ଉଭୟଙ୍କୁ ଗିରଫ କରାଯାଇ ଡାକ୍ତରୀ ମାଇନା କରାଯିବା ପରେ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri