ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ। ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ଏହିସବୁ ଜିଲାକୁ ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri