ଘରଘର ବୁଲି ଅଙ୍ଗନୱାଡି କର୍ମୀଙ୍କ ଶିଶୁଖାଦ୍ୟ, ଅଣ୍ଡା ବଣ୍ଟନ

ଆର.ଉଦୟଗିରି,୨୫ା୪(ଡି.ଏନ.ଏ.)- କରୋନା ପାଇଁ ରାଜ୍ୟ ସରକାରଙ୍କ ଅଙ୍ଗନୱାଡି କେନ୍ଦ୍ରର ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ଶିଶୁ ଖାଦ୍ୟ ଓ ଅଣ୍ଡା ଅଙ୍ଗନୱାଡି କର୍ମୀମାନେ ବଣ୍ଟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପ୍ରତ୍ୟେକ ଜିଲାର ଡିଏସ୍‌ଡବ୍ଲ୍ୟୁମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆର.ଉଦୟଗିରି ବ୍ଲକ ବସ୍ତିଗୁଡା ପଞ୍ଚାୟତର ପାରିଭେଟା ଗ୍ରାମରେ ଶିଶୁ ଖାଦ୍ୟ ଓ ଅଣ୍ଡା ବଣ୍ଟନ କରାଯାଇଛି। ଗ୍ରାମର ସମସ୍ତ ଅଙ୍ଗନୱାଡି ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ଅଭିଭାବକମାନଙ୍କୁ ଅଙ୍ଗନୱାଡି କର୍ମୀ ରେଣୁ ଅଧିକାରୀ ଶିଶୁ ଖାଦ୍ୟ ଓ ଅଣ୍ଡା ବଣ୍ଟନ କରିଥିଲେ।
ଫଟୋ-ବିଏମ-୨୪-୩-ଅଙ୍ଗନୱାଡି କର୍ମୀଙ୍କ ଦ୍ୱାରା ଅଣ୍ଡା ବଣ୍ଟନ


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri